Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ୨୭୩ ଆକ୍ରାନ୍ତ, ସକ୍ରିୟ ୨୫୫୬ ମାମଲା

by ସଞ୍ଜୟ ସ୍ୱାଇଁ
May 18, 2021
in Nayagarh
୧୫ ଆକ୍ରାନ୍ତ – ୮ ସ୍ଥାନୀୟ, ୪ ସଂଗରୋଧ
482
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଦିନକୁ ଦିନ ଭୟଙ୍କର ହୋଇ ଚାଲିଛି । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଆଜି ୨୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ୨୫୫୬ ସକ୍ରିୟ ମାମଲା ରହିଥିବା ଜଣାଯାଇଛି । ଜିଲ୍ଲାରେ ଦ୍ୱିତୀୟ ଲହର କରୋନାରେ ୨ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଅଣକୋଭିଡ୍ ତଥା କୋଭିଡ୍ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!