Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରୁ ପୁଣି ୨ ଜଣଙ୍କ କରୋନା ମୃତ୍ୟୁ

by Anil Panda
October 1, 2020
in Nayagarh
ବ୍ୟାଙ୍କ ମ୍ୟାନେଜରଙ୍କ ମୃୃତ୍ୟୁ ପରେ ଆସିଲା ପଜିଟିଭ୍ ରିର୍ପୋଟ
1.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟରେ ଆଜି ୩୬୧୫ ଜଣ ଆକ୍ରାନ୍ତ ଏବଂ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏଥିରେ ନୟାଗଡ଼ ଜିଲ୍ଲାରୁ ୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୨ ଜଣଙ୍କ କରୋନା ମୃତ୍ୟୁ ଘଟିଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ମୃତ୍ୟୁ ବରଣ କରିଥିବା ଦୁଇ ଜଣଙ୍କ ମଧ୍ୟରେ ଜଣେ ୮୬ ବର୍ଷିୟ ପୁରୁଷ ବ୍ୟକ୍ତି ରହିଥିବା ଜଣାଯାଇଛି । ସେ ଡାଇବେଟିସ୍ ଓ ଅନ୍ୟାନ ରୋଗରେ ଆକ୍ରାନ୍ତ ଥିବା ସୂଚନା ମିଳିଛି । ସେହିଭଳି ଭାବେ ଅନ୍ୟ ଜଣେ ବ୍ୟକ୍ତି ୭୧ ବର୍ଷିୟ ମହିଳା ଏବଂ ସେ ମଧ୍ୟ ଡାଇବେଟିସ୍ ଓ ଅନ୍ୟାନ ରୋଗରେ ଆକ୍ରାନ୍ତ ଥିବା ଜଣାଯାଇଛି । ଏହି ବ୍ୟକ୍ତିଙ୍କ ମୃତ୍ୟୁକୁ ମିଶାଇ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୫ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!