Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଜଣେ ବ୍ୟକ୍ତିଙ୍କ କରୋନା ମୃତ୍ୟୁ

by Anil Panda
October 9, 2020
in Nayagarh
ନୟାଗଡ଼ ପୈାରାଞ୍ଚଳରୁ ପୁଣି ୪ ଆକ୍ରାନ୍ତ ଚିହ୍ନଟ, ଜିଲ୍ଲାରୁ ଜଣେ ସୁସ୍ଥ
679
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟରେ ଆଜି ୨୬୯୭ ଜଣ ଆକ୍ରାନ୍ତ ଏବଂ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏଥିରେ ନୟାଗଡ଼ ଜିଲ୍ଲାରୁ ୩୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର କରୋନା ମୃତ୍ୟୁ ଘଟିଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ବ୍ୟକ୍ତି ଜଣଙ୍କ ୮୦ ବର୍ଷ ବୟସ୍କ ପୁରୁଷ ବୋଲି ଜଣାଯାଇଛି । ଫଳରେ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩୩ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!