Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ଲୋବାଲ ଟେଣ୍ଡରରୁ ଓଡ଼ିଶାକୁ ଟିକା ମିଳିବା ନେଇ ସନ୍ଦେହ

by ସଞ୍ଜୟ ସ୍ୱାଇଁ
June 1, 2021
in Feature News
ହସ୍ପିଟାଲରୁ କୋଭାକ୍ସିନ୍ ଚୋରି
104
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):ଗ୍ଲୋବାଲ ଟେଣ୍ଡରରୁ ଓଡ଼ିଶାକୁ ବିଦେଶୀ କମ୍ପାନି କରୋନା ଟିକା ମିଳିବା ନେଇ ସନ୍ଦେହ ବଢିଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଲେଖିଥିବା ଚିଠିରୁ ଏହି ସୂଚନା ମିଳିଛି। ମନ୍ତ୍ରୀ ଲେଖିଛନ୍ତି ରାଜ୍ୟର ଟିକା ଆବଶ୍ୟକତା ପୁରଣ କରିବାକୁ ଗ୍ଲୋବାଲ ଟେଣ୍ଡର ପାଇଁ ପ୍ରି-ବିଡ଼ ମିଟିଂ କରାଯାଇଥିଲା। ହେଲେ ଏଥିରେ ସାମିଲ ହୋଇନଥିଲେ ସେରମ୍ ଇନଷ୍ଟିଚ୍ୟୁଟ୍ ଓ ଭାରତ ବାୟୋଟେକ୍। ରାଜ୍ୟର ଆବଶ୍ୟକତା ଅନୁଯାୟୀ ଏହି ଦୁଇ କମ୍ପାନି ଟିକା ଯୋଗାଇ ପାରୁନାହାଁନ୍ତି। ସେପଟେ ଗ୍ଲୋବାଲ ଟେଣ୍ଡର ଜରିଆରେ ଓଡ଼ିଶା ସରକାର ବିଦେଶୀ କମ୍ପାନି ଠାରୁ ଟିକା କିଣିବାକୁ ଚାହୁଁଛନ୍ତି। ହେଲେ ଅନ୍ୟ ରାଜ୍ୟରେ ହୋଇଥିବା ଗ୍ଲୋବାଲ ଟେଣ୍ଡରରେ କେହି ବିଦେଶୀ କମ୍ପାନୀ ରାଜ୍ୟକୁ ଟିକା ଯୋଗାଣ ପାଇଁ ରାଜି ହେଉନଥିବା ମିଡ଼ିଆ ରିପୋର୍ଟ ପ୍ରକାଶ ପାଇଛି । ମଡ଼ର୍ଣ୍ଣା ଓ ଫାଇଜର ଭଳି ବିଦେଶୀ କମ୍ପାନି କେବଳ କେନ୍ଦ୍ର ସରକାରଙ୍କ ସହ ଡ଼ିଲ କରିବାକୁ ଚାହୁଁଛନ୍ତି । ତେଣୁ ମନ୍ତ୍ରୀ ଚିଠିରେ ଲେଖିଛନ୍ତି କେନ୍ଦ୍ର ସରକାର ଏହି କମ୍ପାନି ଠାରୁ ଟିକା ଆଣି ରାଜ୍ୟକୁ ଯୋଗାଇ ଦିଅନ୍ତୁ। ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!