Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ ନିୟମ ମାନି ବିନା ଭକ୍ତରେ, ଅଳ୍ପ ସେବାୟତଙ୍କୁ ନେଇ ହୋଇପାରେ ରୁକୁଣା ରଥ ଯାତ୍ରା

by ସଞ୍ଜୟ ସ୍ୱାଇଁ
April 8, 2021
in Feature News
କୋଭିଡ ନିୟମ ମାନି ବିନା ଭକ୍ତରେ, ଅଳ୍ପ ସେବାୟତଙ୍କୁ ନେଇ ହୋଇପାରେ ରୁକୁଣା ରଥ ଯାତ୍ରା
67
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  କୋଭିଡ ଯୋଗୁ ଚଳିତବର୍ଷ ମଧ୍ୟ ଆଶା ଆଶଙ୍କାରେ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା । ବିଡିଏ ଅଫିସରେ ବିଏମସି କମିସନରଙ୍କ ଅଧ୍ୟକ୍ଷତାରେ କେମିତି ରୁକୁଣା ରଥ ଯାତ୍ରା କରାଯିବ ସେନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ କରାଯାଇଛି । କୋଭିଡ ନିୟମ ମାନି ବିନା ଭକ୍ତରେ, ଅଳ୍ପ ସେବାୟତଙ୍କୁ ନେଇ ରୁକୁଣା ରଥ ଯାତ୍ରା କରିବାକୁ ବୈଠକରେ ଆଲୋଚନା ହୋଇଛି । ଏହି ପ୍ରସ୍ତାବକୁ ସରକାରଙ୍କ ପାଖକୁ ପଠାଯିବ, ସରକାର ଅନୁମତି ଦିଅନ୍ତି, ତେବେ ଚଳିତବର୍ଷ ରୁକୁଣା ରଥ ଯାତ୍ରା ଅନୁଷ୍ଠିତ ହେବ । ସେପଟେ ଲିଙ୍ଗରାଜ ମନ୍ଦିର ନିକଟରେ ରଥ କାର୍ଯ୍ୟ ଆଗେଇ ଚାଲିଛି । ଚକ ଓ ଅଖ ନିର୍ମାଣ କାର୍ଯ୍ୟ ମୁଖ୍ୟତଃ ଶେଷ ହୋଇଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!