Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଣ୍ଟେନରରୁ ୧୦୦ରୁ ଅଧିକ ଗୋରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 4, 2021
in Crime, State
କଣ୍ଟେନରରୁ ୧୦୦ରୁ ଅଧିକ ଗୋରୁ ଉଦ୍ଧାର
102
VIEWS
Share on FacebookShare on Twitter

ତେଲକୋଇ, (ବାଘୁଆବାର୍ତ୍ତା): ଥମିବାର ନାଁ ଧରୁନି ବେଆଇନ ଗୋ ଚାଲାଣ । ସକାଳୁ ଗୋଟିଏ କଣ୍ଟେନରରୁ ୧୦୦ରୁ ଅଧିକ ଉର୍ଦ୍ଧ୍ବ ଗୋରୁଙ୍କୁ ଉଦ୍ଧାର କରିଛନ୍ତି ଗ୍ରାମ ବାସୀ । ୪୯ ନମ୍ବର ଜାତୀୟ ରାଜପଥ ବିଞ୍ଜଵାହାଳ ଗାଁ କାଳୀ ମନ୍ଦିର ନିକଟରେ ସକାଳ ସମୟରେ ଗୋଟିଏ କଣ୍ଟେନରରୁ କିଛି ଶବ୍ଦ ଆସୁଥିବା ଶୁଣି ଗାଁ ଲୋକେ ସନ୍ଦେହ କରି କଣ୍ଟେନର ପାଖକୁ ଯାଇଥିଲେ । ଉପରକୁ ଚଢି ଦେଖିଲାବେଳକୁ ଗୋରୁ ଗୁଡିକୁ ଅତି ଦୟନୀୟ ଅବସ୍ଥାରେ ଗୋଡ ବନ୍ଧା ହୋଇ ଲଦା ହୋଇଥିଲେ। କଣ୍ଟେନରଟି ରାତିରେ ଯାଉଥିବା ବେଳେ ଖରାପ ହୋଇଯିବାରୁ ଡ୍ରାଇଭର ଭୟରେ ଗାଡି କୁ ଛାଡି ପଳାଇ ଥିଲା । ତେବେ ସମସ୍ତ ଗୋରୁ ଗୁଡିକୁ ସୁରକ୍ଷିତ ଭାବେ ଗାଁ ଲୋକେ ଉଦ୍ଧାର କରିଛନ୍ତି । ସେଥି ମଧ୍ୟରୁ ତିନୋଟି ଗୋରୁଙ୍କର ଅବସ୍ଥା ସଂଙ୍କଟାପନ୍ନ ରହିଥିବା ଜଣା ପଡିଛି । ଖବର ପାଇ ତେଲକୋଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି କଣ୍ଟେନର ଓ ଗୋରୁ ଗୁଡିକୁ ନିଜ ହେପାଜତକୁ ନେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!