Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ଗୋରୁ ଚାଲାଣ, ୨୭ଟି ଗୋରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
ବେଆଇନ ଗୋରୁ ଚାଲାଣ, ୨୭ଟି ଗୋରୁ ଉଦ୍ଧାର
92
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବେଆଇନ ଗୋ-ଚାଲାଣ ବେଳେ ଧରିଲା ପୋଲିସ। ବାଲେଶ୍ଵର ଜିଲ୍ଲା ୧୬ ନମ୍ଵର ଜାତୀୟ ରାଜପଥ ଖନ୍ତାପଡା ଥାନା ନିକଟରୁ ଏହି ଗୋରୁ ଗାଡି ଜବତ ହୋଇଛି। ଏକ ଟ୍ରକରୁ ୨୭ଟି ଗୋରୁ ଉଦ୍ଧାର ହୋଇଛନ୍ତି। ରାଜ୍ୟ ବାହାରକୁ ଗୋ-ଚାଲାଣ ବେଳେ ଧରିଲା ପୋଲିସ। ଏକ ଗୋରୁ ବୋଝେଇ ଗାଡି ଭଦ୍ରକରୁ ପଶ୍ଚିମବଙ୍ଗ ଯାଉଥିବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଚଢାଉ କରିଥିଲା। ବାଲେଶ୍ଵର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଖନ୍ତାପଡା ଥାନା ନିକଟରୁ ଏହି ଗୋରୁ ବୋଝେଇ ଟ୍ରକକୁ ଜବତ କରିଛି ଖନ୍ତାପଡା ପୋଲିସ। ଏହି ଟ୍ରକରୁ ୨୭ଟି ଗୋରୁ ଉଦ୍ଧାର କରିବା ସହ ଗାଡି ଜବତ କରିଛି ପୋଲିସ। ଏନେଇ ଅଧିକ ତଦନ୍ତ କରୁଛି ଖନ୍ତାପଡା ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!