Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
May 9, 2025
in Crime, State
ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା
84
VIEWS
Share on FacebookShare on Twitter

ବାରଙ୍ଗ, (ବାଘୁଆବାର୍ତ୍ତା): ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର ଭୋର୍ ସମୟରେ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାର କିଛି ଦୂରରେ ଥିବା କଣ୍ଟା ବାସେଳୀ ମନ୍ଦିର ଜଙ୍ଗଲ ରାସ୍ତାରେ ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଥିଲା।

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!