Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରେନ୍‌ ତଳେ ଦୀର୍ଘ ଘଣ୍ଟାଏ କାଳ ଚାପି ହୋଇଗଲେ ୨ ବାଇକ୍‌ ଆରୋହୀ

by ସଞ୍ଜୟ ସ୍ୱାଇଁ
October 7, 2021
in Accident, State
କ୍ରେନ୍‌ ତଳେ ଦୀର୍ଘ ଘଣ୍ଟାଏ କାଳ ଚାପି ହୋଇଗଲେ ୨ ବାଇକ୍‌ ଆରୋହୀ
195
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): କ୍ରେନ୍‌ ତଳେ ଦୀର୍ଘ ଘଣ୍ଟାଏ କାଳ ଚାପି ହୋଇଗଲେ ୨ ବାଇକ୍‌ ଆରୋହୀ। ବହୁ କଷ୍ଟରେ ଉଭୟଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେମାନେ ସୁରକ୍ଷିତ ଥିବା ଜଣାଯାଇଛି। ଏପରି ଅଭାବନୀୟ ଘଟଣା ଆଜି ସକାଳେ ନୂଆପଡା ଜିଲ୍ଲା ଖଡ଼ଇାଳ ବୋଡେନ ଛକରେ ଘଟିଯାଇଛି। ଆହତଦ୍ୱୟ ହେଲେ ଖଡିଆଳର ରୋମାଞ୍ଚଲ ସାହୁ ଏବଂ ମଣ୍ଡୋସିଲ ଗାଁର କାହ୍ନୁ ସାହୁ । ଆଜି ସକାଳେ ରୋମାଞ୍ଚଲ ଓ କାହ୍ନୁ ବାଇକ୍‌ରେ ଯାଉଥିଲେ। ମାତ୍ର ଖଡିଆଳର ବୋଡେନ ଛକରେ ଏକ କ୍ରେନ୍ ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା । ଫଳରେ ବାଇକ୍‌ ଆରୋହୀ ୨ ଜଣ କ୍ରେନ୍‌ ତଳେ ପଶି ଯାଇଥିଲେ । ଖବର ପାଇ ପୁଲିସ, ଅଗ୍ନିଶମ ବିଭାଗ ଓ ସାଧାରଣ ଲୋକଙ୍କ ଉଦ୍ୟମରେ ଘଣ୍ଟାଏ ପରେ ୨ ଯୁବକଙ୍କୁ ଉଦ୍ଧାର କରାଯାଇଛି । ସେମାନଙ୍କ ମଧ୍ୟରୁ ରୋମାଞ୍ଚଳ ଅଳ୍ପ ଆହତ ହୋଇ ଥିବା ବେଳେ କାହ୍ନୁଙ୍କ ଗୋଡରେ ଗୁରୁତର ଆଘାତ ଲାଗିଛି । ଉଭୟଙ୍କୁ ଖଡିଆଳ ମିଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା ଯୋଗୁ ଘଣ୍ଟାଏ କାଳ ରାସ୍ତାରେ ଯାନବାହାନ ଚଳାଚଳ ବନ୍ଦ ରହିଥିଲା । ପରେ ଏହା ସ୍ୱାଭାବିକ ହୋଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!