Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଥମ ଟି-୨୦ : ଟସ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି

by ସଞ୍ଜୟ ସ୍ୱାଇଁ
March 12, 2021
in Sports
ପ୍ରଥମ ଟି-୨୦ : ଟସ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି
74
VIEWS
Share on FacebookShare on Twitter

ଅହମଦାବାଦ,(ବାଘୁଆବାର୍ତ୍ତା):  ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯାଉଛି । ଏଥିରେ ଇଂଲଣ୍ଡ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଏହି ମ୍ୟାଚରେ ଭାରତର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଛି । ତେବେ ଅନ୍ୟତମ ତାରକା ବ୍ୟାଟ୍ସମ୍ୟାନ ଶିଖର ଧଓ୍ବନ ଦଳକୁ ଫେରିଛନ୍ତି । ଇଂଲଣ୍ଡ ଭାରତ ବିପକ୍ଷରେ ପୂର୍ବରୁ ଟେଷ୍ଟ ସିରିଜରେ ପରାଜିତ ହୋଇଛି । ୩-୧ରେ ଇଂଲଣ୍ଡକୁ ପରାସ୍ତ କରିଥିଲା ଭାରତ । ଭାରତ ପୁଣି ଟି-୨୦ରେ ମଧ୍ୟ ଚମତ୍କାର ଦେଖାଇବ ବୋଲି ଆଶା ରହିଛି । ସେହିପରି ଟେଷ୍ଟରେ ପରାଜିତ ହୋଇଥିବା ଇଂଲଣ୍ଡ ଦଳ ଟି-୨୦ରେ ଫର୍ମକୁ ଫେରିବାକୁ ଚେଷ୍ଟା କରିବ । ଏହି ପିଚଟି ସ୍ପିନରମାନଙ୍କୁ ସୁହାଇବାର ସମ୍ଭାବନା ରହିଛି । ତେବେ ମ୍ୟାଚର ପରବର୍ତ୍ତୀ ସମୟରେ ପିଚରେ କାକର ପଡ଼ିବାର ସମ୍ଭାବନା ରହିଛି, ଯାହାକି ବୋଲରମାନଙ୍କୁ ସମସ୍ୟାରେ ପକାଇବ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!