Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଂଲଣ୍ଡ ଆଗରେ ୧୫୭ ରନର ଲକ୍ଷ୍ୟ ରଖିଲା ଭାରତ

by ସଞ୍ଜୟ ସ୍ୱାଇଁ
March 16, 2021
in Sports
ଇଂଲଣ୍ଡ ଆଗରେ ୧୫୭ ରନର ଲକ୍ଷ୍ୟ ରଖିଲା ଭାରତ
150
VIEWS
Share on FacebookShare on Twitter

ଅହମଦାବାଦ,(ବାଘୁଆବାର୍ତ୍ତା);  ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଖେଳାଯାଉଥିବା ଭାରତ-ଇଂଲଣ୍ଡ ଟି-୨୦ ସିରିଜର ୩ୟ ମ୍ୟାଚରେ ଭାରତ ଇଂଲଣ୍ଡ ଆଗରେ ୧୫୭ ରନର ବିଜୟ ଲକ୍ଷ୍ୟ ରଖିଛି । ଏହି ମ୍ୟାଚରେ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଟସ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲେ । ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ  ୬ ଓ୍ବିକେଟ ହରାଇ  ୧୫୬ ରନ କରିଥିଲା । ଭାରତ ପକ୍ଷରୁ ଅଧିନାୟକ ବିରାଟ କୋହଲି ଅପରାଜିତ ୭୭ ରନ କରିଥିଲେ । ତେବେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ବିଶେଷ ଯୋଗଦାନ ଦେଇପାରିନଥିଲେ । ରୋହିତ ଶର୍ମା ୧୫ ରନ କରିଥିବାବେଳେ ଋଷଭ ପନ୍ତ ୨୫ ରନ କରି ଆଉଟ ହୋଇଥିଲେ । ହାର୍ଦ୍ଦିକ ପାଣ୍ଡ୍ୟା  ୧୭ ରନ କରିଥିଲେ । ବଢିଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିର ମ୍ୟାଚ ବିନା ଦର୍ଶକରେ ଖେଳାଯିବ । ଅବଶିଷ୍ଟ ୨ଟି ମ୍ୟାଚ ମଧ୍ୟ ବିନା ଦର୍ଶକରେ ଏହି ଷ୍ଟାଡିୟମରେ ଖେଳାଯିବ । ଏହି ସିରିଜରେ ପୂର୍ବରୁ ଦୁଇଟି ମ୍ୟାଚ ଖେଳାଯାଇଥିବାବେଳେ ଉଭୟ ଇଂଲଣ୍ଡ ଓ ଭାରତ ଗୋଟିଏ ଲେଖାଏଁ ମ୍ୟାଚରେ ବିଜୟ ହାସଲ କରିଛନ୍ତି  । ଫଳରେ ସିରିଜ ଏବେ ୧-୧ରେ ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!