Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧଗାଁ ପ୍ରୀମୀୟର ଲିଗ୍ ସିଜିନ ୪ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁଭ ଉଦ୍ଘାଟନ

by ସଞ୍ଜୟ ସ୍ୱାଇଁ
December 24, 2022
in Sports, State
ବନ୍ଧଗାଁ ପ୍ରୀମୀୟର ଲିଗ୍ ସିଜିନ ୪ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁଭ ଉଦ୍ଘାଟନ
100
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଗ୍ରାମାଞ୍ଚଳର ବହୁ ଯୁବ ପ୍ରତିଭାଙ୍କୁ ନେଇ ଆରମ୍ଭ ହୋଇଛି ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ବନ୍ଧଗାଁ ପ୍ରମୀୟର ଲିଗ୍ BPL- ସିଯିନ ୪। ତେବେ ଭଦ୍ରକ ବ୍ଲକ ଅନ୍ତର୍ଗତ ବନ୍ଧଗାଁ ପଡ଼ିଆରେ କିଛି ଯୁବକଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଆଜି ଏହି ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମାଜ ସେବୀ ତଥା ରେସି କନଭେଣ୍ଟ ସ୍କୁଲର ମୁଖ୍ୟ ପରିଚାଳକ ଅଶୋକ ନାୟକ ଯୋଗ ଦେଇଥିଲେ। କ୍ରିକେଟ ମ୍ୟାଚ୍ କୁ ଫିତା କାଟି ଉଦ୍ଘାଟନ କରିଥିଲେ ଉକ୍ତ ପଞ୍ଚାୟତର ସରପଞ୍ଚ ନିରୋଦ ଚନ୍ଦ୍ର ରାଉତ ମହୋଦୟ। ଏଥିସହ ପଞ୍ଚାୟତ ସମିତି ସଭ୍ୟ ଚନ୍ଦ୍ରକାନ୍ତ ମହାପାତ୍ର ଏବଂ ପୂର୍ବତନ ସରପଞ୍ଚ ତଥା ଆମ ଆମ୍ୱରୋଲି ପଞ୍ଚାୟତ ସୋଷାଇଟିର ସଭାପତି ଚିତ୍ତରଞ୍ଜନ ରାଉତ ଉପସ୍ଥିତ ଥିଲେ। କ୍ରିକେଟ ଟୁର୍ଣ୍ଣାମେଣ୍ଟ ଟିକୁ ଉକ୍ତ ଗ୍ରାମର ବିଦ୍ୟାଧର ମହାରଣା,ଅମୂଲ୍ୟ ରାଉତ, ଭରତ ମଲ୍ଲିକ,ରବୀନ୍ଦ୍ର ପାଣିଗ୍ରାହୀ,ଲକ୍ଷ୍ମୀଧର ଦାସ,କେଦାର ବେହେରା ଏବଂ ରାଜେଶ ସେଠୀଙ୍କ ସହ ଅନେକ ଯୁବକ ଏହି ଆୟୋଜନର ମୁଖ୍ୟ ଭୂମିକା ଗ୍ରହଣ କରିଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!