Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଡ଼ିଗଲେ କ୍ରିକେଟ୍ର ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ, ଭାଉଜ

by ସଞ୍ଜୟ ସ୍ୱାଇଁ
May 26, 2025
in State
ବୁଡ଼ିଗଲେ କ୍ରିକେଟ୍ର ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ, ଭାଉଜ
184
VIEWS
Share on FacebookShare on Twitter

ପୁରୀ, ,(ବାଘୁଆବାର୍ତ୍ତା): ପୁରୀ ସମୁଦ୍ରରେ ବଡ଼ ଅଘଟଣ। ବୁଡିଗଲେ ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ। ପୁରୀ ବେଳାଭୂମିରେ ୱାଟର ସ୍ପୋର୍ଟସ ଆକ୍ଟିଭିଟି ବେଳେ ଏହି ଦୁର୍ଘଟଣା ଘଟିଛି। ସ୍ପିଡ୍ ବୋଟରେ ବୋଟିଂ କଲାବେଳେ ବୋଟ୍ ଓଲଟି ଦୁର୍ଘଟଣା ଘଟିଛି। ଉକ୍ତ ବୋଟରେ ଥିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସେହ୍ନାଶିଷ ଗାଙ୍ଗୁଲି, ଭାଉଜ ଅର୍ପିତା ଗାଙ୍ଗୁଲି । ତେବେ ବେଳାଭୂମିରେ ଉପସ୍ଥିତ ଥିବା ଲାଇଫଗାର୍ଡଙ୍କ ପାଇଁ ବଡ଼ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯାଇଥିଲେ ଗାଙ୍ଗୁଲିଙ୍କ ଭାଇ ଓ ଭାଉଜ । ସୂଚନା ଅନୁସାରେ ଶନିବାର ସନ୍ଧ୍ୟାରେ ସମୟରେ ପୁରୀ ଲାଇଟ ହାଉସ ନିକଟ ବେଳାଭୂମି ନିକଟରେ ଏହି ଅଭାବନୀୟ ଘଟଣା ଘଟିଥିଲା । ଏକ ସ୍ପିଡ ବୋଟରେ ପର୍ଯ୍ୟଟକଙ୍କୁ ବସାଇ ୱାଟର ସ୍ପୋର୍ଟସ ଆକ୍ଟିଭିଟି କରିବା ବେଳେ ସ୍ପିଡ ବୋଟ୍ଟି ହଠାତ୍ ଓଲଟି ପଡିଥିଲା । ବୋଟରେ ଥିବା ପର୍ଯ୍ୟଟକ ବୋଟ ତଳେ କିଛି ସମୟ ପାଇଁ ଚାପି ହୋଇ ରହିଯାଇଥିଲେ । ତେବେ ସେଠାରେ ଥିବା ଘରୋଇ ଲାଇଫ୍ଗାର୍ଡ ତୁରନ୍ତ ସମୁଦ୍ର ଭିତରକୁ ଯାଇ ବୋଟ ତଳେ ଫସି ରହିଥିବା ପର୍ଯ୍ୟଟକଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!