Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାକାବନ୍ଦୀ ବେଳେ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ନାକାବନ୍ଦୀ ବେଳେ  ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
68
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ପାଡୁଆ ପୋଲିସକୁ ବଡ ସଫଳତା । ନାକାବନ୍ଦୀ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ । ୨୪ ଘଣ୍ଟିଆ ନାକା ବନ୍ଦୀ ଆରମ୍ଭରୁ ପୋଲିସ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି । ସୂଚନା ଅନୁସାରେ, ବିଶେଷ ସୂତ୍ରରୁ ପୋଲିସକୁ ଖଡାପୁଟ ଗ୍ରାମ ନିକଟ ଜଲାପୁଟ ଜଳଭଣ୍ଡାର କୂଳରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ନେଇ ଖବର ମିଳିଥିଲା । ଏହାପରେ ପୋଲିସ ଚଢଉ କରିଥିଲା । ଅନ୍ଧାରର ସୁଯୋଗ ନେଇ ଘଟଣାସ୍ଥଳରୁ ମାଫିଆ ଫେରାର ହୋଇ ଯାଇଥିବା ବେଳେ ୩୦ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ । ଗଞ୍ଜେଇର ପରିମାଣ ପ୍ରାୟ ୮ କୁଇଣ୍ଟାଲ ହୋଇଥିବା ବେଳେ ଏହାର ମୂଲ୍ୟ ୮୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଚୋରା ଚାଲାଣରେ ସ୍ଥାନୀୟ ମଫିଆଙ୍କ ସଂପୃକ୍ତି ଥିବା ଜଣାପଡିଛି । ଏମାନଙ୍କୁ ଖୁବ ଶୀଘ୍ର ଧରାଯିବା ନେଇ ପୋଲିସ କହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!