Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇବ୍ ନଦୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କୁ ଗୁଳି ମାରି ହତ୍ୟା

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ଇବ୍ ନଦୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କୁ ଗୁଳି ମାରି ହତ୍ୟା
28
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ଇବ୍ ନଦୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ପଙ୍କଜ କୁମାର । ସେ ଝାଡଖଣ୍ଡ ଅଂଚଳରୁ ଆସି ବ୍ରଜରାଜନଗରରେ ରହୁଥିଲେ । ସୂଚନାଯୋଗ୍ୟ ଯେ, ଇବ୍ ନଦୀ ନିକଟରେ ପଙ୍କଜଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକ । ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଝାରସୁଗୁଡା ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଝାରସୁଗୁଡା ଏସପି ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି । ପଙ୍କଜଙ୍କୁ କେହି ଗୁଳି ମାରି ହତ୍ୟା କରିବା ପରେ ଇବ୍ ନଦୀ ନିକଟରେ ଫିଙ୍ଗି ଦେଇଥିବା ଅନୁମାନ କରୁଛି ପୋଲିସ । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ଝାରସୁଗୁଡା ସଦର ଥାନା ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!