Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮୫ପେଟି ମଦ ଜବତ ସହିତ ପିକଅପ ଭ୍ୟାନ୍ ଡ୍ରାଇଭର ଗିରଫ

by ସଞ୍ଜୟ ସ୍ୱାଇଁ
October 22, 2021
in Crime, State
୧୮୫ପେଟି ମଦ ଜବତ ସହିତ ପିକଅପ ଭ୍ୟାନ୍ ଡ୍ରାଇଭର ଗିରଫ
117
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଅମ୍ବିକାଇ ଛକ ନିକଟରୁ ୧୮୫ପେଟି ମଦ ଜବତ କରାଯାଇଛି। ଘଟଣାରେ ପିକ ଅପ ଭ୍ୟାନର ଡ୍ରାଇଭରକୁ ଗିରଫ କରିଛି ଯାଜପୁର ପୋଲିସ୍। ସୂଚନା ଅନୁସାରେ, ପୁରୁଣା ମଦ ଦୋକାନରୁ ଏହି ମଦ ପେଟି ଗୁଡ଼ିକ ଏକ ପିକ ଅପ୍ ଭ୍ୟାନରେ ଚାଲାଣ ହେଉଥିବା ପୋଲିସକୁ ସୂଚନା ମିଳିଥିଲା। ପରେ ଯାଜପୁର ପୋଲିସ ଚଢ଼ାଉ କରିଥିଲା। ଏତେ ପରିମାଣରେ ମଦ କେଉଁଠୁ ଆସିଲା ଏବଂ କୁଆଡ଼େ ଯାଉଥିଲା ତାକୁ ନେଇ ତଦନ୍ତ କରୁଛି ପୋଲିସ। ତେବେ ଏହି ଘଟଣାରେ ପିକ ଅପ ଭ୍ୟାନର ଡ୍ରାଇଭରକୁ ପୋଲିସ ଗିରଫ କରିଛି। ଏହା ସହ ସମ୍ପୃକ୍ତ ମଦ ଦୋକାନୀକୁ ଗିରଫ କରାଯିବ ବୋଲି ଯାଜପୁର ଏସଡ଼ିପିଓ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!