Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକତରଫା ପ୍ରେମକୁ କେନ୍ଦ୍ରକରି ନାବାଳିକାଙ୍କ ଗାଡିକୁ ଗୋଇଠା ମାରି ଗଡାଇଦେଲେ ପ୍ରେମିକ, ମୁଖ୍ୟ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
October 23, 2021
in Crime, State
ଏକତରଫା ପ୍ରେମକୁ କେନ୍ଦ୍ରକରି ନାବାଳିକାଙ୍କ ଗାଡିକୁ ଗୋଇଠା ମାରି ଗଡାଇଦେଲେ ପ୍ରେମିକ, ମୁଖ୍ୟ ଅଭିଯୁକ୍ତ ଗିରଫ
67
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଏକତରଫା ପ୍ରେମକୁ କେନ୍ଦ୍ରକରି ନାବାଳିକାଙ୍କ ଗାଡିକୁ ଗୋଇଠା ମାରି ଗଡାଇଦେଲେ ପ୍ରେମିକ । ଅଭିଯୋଗ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି । ତେବେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଏସପିଙ୍କୁ ଭେଟିଲେ ନାବାଳିକାଙ୍କ ମା’ । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ତିହିଡି ଥାନା ଅଞ୍ଚଳର ଜନୈକ ନାବାଳିକା ନିଜ ଅଜାଙ୍କ ସହ ଭଦ୍ରକ ମେଡିକାଲକୁ ଆସୁଥିଲେ । ସେହି ସମୟରେ ଜନୈକ ଯୁବକ ଏବଂ ତାଙ୍କର ଅନ୍ୟ ସାଙ୍ଗ ସେମାନଙ୍କ ବାଇକକୁ ଗୋଇଢା ମାରି ଗଡାଇ ଦେଇଥିଲେ । ଏହି ଘଟଣାରେ ନାବାଳିକା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି । ଏନେଇ ନାବାଳିକାଙ୍କ ମା’ ଭଦ୍ରକ ଟାଉନ ଥାନାରେ ଲିଖିତ ଏତଲା ଦେଇଥିଲେ । ଏତଲା ଆଧାରରେ ଟାଉନ ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ଅନ୍ୟ ସହଯୋଗୀଙ୍କୁ ଛାଡି ଦେଇଥିବା ଅଭିଯୋଗ ଆଣିଛନ୍ତି । ତେବେ ଅନ୍ୟ ସହଯୋଗୀଙ୍କୁ ଗିରଫ ଦାବିରେ ନାବାଳିକାଙ୍କ ମା’ ଭଦ୍ରକ ଏସପିଙ୍କ ଦ୍ଵାରସ୍ଥ ହୋଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!