Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 23, 2021
in Crime, State
ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
48
VIEWS
Share on FacebookShare on Twitter

ଖପ୍ରାଖୋଳ, (ବାଘୁଆବାର୍ତ୍ତା): ଖପ୍ରାଖୋଳ ଥାନା ଘୁଚାପାଳି ଗ୍ରାମର ବସନ୍ତ ରଣା (୨୩) ମଙ୍ଗଳବାର ଦିନ ନିଖୋଜ ହୋଇଯାଇଥିଲେ। ଏନେଇ ଥାନାରେ ଗୁରୁବାର ଦିନ ଆଭିଯୋଗ ହୋଇଥିଲା । ଉକ୍ତ ଘଟଣାରେ ଖପ୍ରାଖୋଳ ପୋଲିସ ଶୁକ୍ରବାର ରାତି ସମୟରେ ଲାଠୋର ଥାନା ଅର୍ନ୍ତଗତ ଶୁଳିଆବାହାଳ ଗ୍ରାମର ଜଙ୍ଗଳରୁ ଗଳିତ ଶବ ଉଦ୍ଧାର କରିଛି । ଘଟଣାଟି ଲାଠୋର ଥାନା ଅଞ୍ଚଳର ହୋଇଥିବାରୁ ଲାଠୋର ପୋଲିସ ଘଟଣାଟିର ତଦନ୍ତ କରୁଥିବା ଜଣାପଡିଛି । ବାରହା ଲଗାଇବା ପାଇଁ ଖୋଳା ଯାଇଥିବା ବିଦ୍ୟୁତ ତାର ଲାଗି ଯୁବକଙ୍କର ମୃତ୍ୟୁ ହେଲା ପରେ ଯୁବକଙ୍କୁ ଗାତ ଖୋଳି କିଛି ବ୍ୟକ୍ତି ପୋତି ଦେଇଥିବା ପୋଲିସ ସନ୍ଦେହ କରିଛି। ପୋଲିସ ଏହି ଘଟଣାରେ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!