Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟି ପିଟି ମାରି ଦେଲା ସ୍ବାମୀ

by ସଞ୍ଜୟ ସ୍ୱାଇଁ
October 23, 2021
in Crime, State
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟି ପିଟି ମାରି ଦେଲା ସ୍ବାମୀ
55
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ପିଟି ପିଟି ମାରି ଦେଲା ସ୍ବାମୀ । ମୃତକ ସୌଭାଗିନୀ ମୁଣ୍ଡା ବୋଲି ଜଣାପଡ଼ିଛି । କେନ୍ଦୁଝର ପଳାଶପଙ୍ଗା ଫାଣ୍ଡିର ପରଜନପୁର ମୁଣ୍ଡାସାହୀର ଘଟଣା । ପୋଲିସର ଛାନ୍‌ଭିନ୍‌ ଆରମ୍ଭ ଖବର ଅନୁଯାୟୀ, ଶୁକ୍ରବାର ଦିନ ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ନେଇ ବିବାଦ ଲାଗିରହିଥିଲେ । ଏଥିରେ ଉତ୍‌କ୍ଷିପ୍ତ ହୋଇ ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଦେଇଛି ସ୍ୱାମୀ । ମୃତକ ସୌଭାଗିନୀ ମୁଣ୍ଡ ବୋଲି ଜଣାପଡିଛି । ସେପଟେ ଅଘଟଣ ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ମାମଲାରେ ଅଭିଯୁକ୍ତ ସ୍ୱାମୀ ଶୁକ୍ରା ମୁଣ୍ଡାକୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି । କେଉଁ ଭଳି ପରିସ୍ଥିତିରେ ନିଜ ସୌଭାଗିନୀକୁ ଶୁକ୍ରା ହତ୍ୟା କଲେ । ସେନେଇ ମଧ୍ୟ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ । ସେହିପରି ଘଟଣାରେ ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ମଧ୍ୟ ପୋଲିସ ନେବାର ସମ୍ଭାବନା ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!