Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପତ୍ନୀ କବାଟ ଖୋଲି ଦେଖିଲେ ସ୍ୱାମୀର ମୃତଦେହ, ପୁଲିସର ତଦନ୍ତ

by ସଞ୍ଜୟ ସ୍ୱାଇଁ
July 20, 2021
in Crime, State
ପତ୍ନୀ କବାଟ ଖୋଲି ଦେଖିଲେ ସ୍ୱାମୀର ମୃତଦେହ, ପୁଲିସର ତଦନ୍ତ
78
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ମଙ୍ଗଳପୁର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ଏକ ଭଡା ଘରୁ ମିଳିଲା ମୃତଦେହ । ମଙ୍ଗଳପୁର ବଜାରରେ ଷ୍ଟେସନାରୀ ବ୍ୟବସାୟୀ ଅଟଳଙ୍କ ମୃତଦେହକୁ ଠାବ କରାଯାଇଛି । ପ୍ରଥମେ ଅଟଳଙ୍କ ପଡୋଶୀ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଅଟଳଙ୍କ ପତ୍ନୀଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚରା କରିଛି । ଏହା ଶୁଣି ଆଉ ମୃତକଙ୍କ ଜଣେ ସମ୍ପର୍କୀୟ ମହିଳା ଘରର ମାଲିକଙ୍କୁ ଡାକିଥିଲେ। ଘର ମାଲିକ ଏବଂ କିଛି ପଡ଼ୋଶୀ ଘର ଭିତରେ ଥିବା ମୃତ ଅଟଳଙ୍କ ପତ୍ନୀଙ୍କୁ ଡାକି ଥିଲେ । ପତ୍ନୀ କବାଟ ଖୋଲିବାରୁ ଅଟଳଙ୍କୁ ମୃତ୍ୟୁ ହୋଇଯାଇଥିଲା। ତୁରନ୍ତ ତାଙ୍କୁ ନିକଟସ୍ଥ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯିବା ସହିତ ମଙ୍ଗଳପୁର ଥାନାକୁ ଅବଗତ କରାଯାଇଥିଲା । ପୋଲିସ ମେଡିକାଲ ଏବଂ ଉକ୍ତ ଭଡା ଘରକୁ ଯାଇ ଘଟଣାର ଅଧିକ ତଦନ୍ତ କରୁଛି । ଏହାସହ ଅଟଳଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରା ଯାଇଥିବା ସନ୍ଦେହ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!