Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍

by ସଞ୍ଜୟ ସ୍ୱାଇଁ
July 20, 2021
in Crime, State
ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍
47
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ପାରଳାଖେମୁଣ୍ଡିରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ । ତଦନ୍ତରେ ପାରଳାଖେମୁଣ୍ଡି ପୋଲିସକୁ ସହଯୋଗ କରିବା ନିମନ୍ତେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଛି । ଡିଏସପି ବିଜୟ ମଲ୍ଲିକଙ୍କ ନେତୃତ୍ବରେ ପାରଳାଖେମୁଣ୍ଡିରେ ଗଜପତି ଏସପିଙ୍କୁ ସାକ୍ଷାତ କରି ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି । ଘଟଣାର ଗଭୀରତାର ଦୃଷ୍ଟିରେ ରଖି ତଦନ୍ତକୁ ଜୋରଦାର କରିବା ପାଇଁ ସହଯୋଗ କରିବ ଏହି ଟିମ୍ । ଘଟଣାସ୍ଥଳ ଅନୁଧ୍ୟାନ କରିବା ପରେ ବର୍ତ୍ତମାନ ସୁଦ୍ଧା ପୋଲିସ ନିକଟରେ ରହିଥିବା ଦସ୍ତାବିଜ ଓ ପ୍ରମାଣକୁ ଆଧାର କରି ତଦନ୍ତ ଅଗ୍ରସର ହେବ । କିନ୍ତୁ ତଦନ୍ତକାରୀ ଅଧିକାରୀଙ୍କ ସହ ଆଲୋଚନା ପରେ ତଦନ୍ତର ଦିଗ ଜଣାପଡିବ ବୋଲି କହିଛନ୍ତି ଡିଏସପି ବିଜୟ କୁମାର ମଲ୍ଲିକ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!