Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝୁଲନ୍ତା ଅବସ୍ଥାରେ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଶରୀର

by ସଞ୍ଜୟ ସ୍ୱାଇଁ
October 26, 2021
in Breaking, Crime, State
ଭଡା ଘରୁ ମିଳିଲା ବ୍ୟବସାୟୀଙ୍କ ମୃତଦେହ, ହତ୍ୟା ସନ୍ଦେହ
74
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ବନ୍ଦ ଘର ଭିତରୁ ମଳିଲା ପ୍ରେମୀଯୁଗଳଙ୍କ ମୃତ ଶରୀର । ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତ ଶରୀର ଉଦ୍ଧାର କରାଯାଇଛି । ଏଭଳି ଅଭାବନୀୟ ଘଟଣା ଘଙ୍କିଛି ନବରଙ୍ଗପୁର ଜିଲ୍ଲା ନିରୁଣ୍ଡି ଗ୍ରାମରେ । ସୂଚନାନୁସାରେ, ଝରିଗାଁ ବ୍ଲକ୍ ନିରୁଣ୍ଡି ଗ୍ରାମର ଏକ ବନ୍ଦ କଠୋରୀ ଭିତରେ ଝୁଲୁଥିଲା ପ୍ରେମୀଯୁଗଳଙ୍କ ମୃତ ଶରୀର । ଗୋଟିଏ ରଶିରେ ପ୍ରେମୀଯୁଗଳ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ୍ ପହଞ୍ଚି ଝୁଲନ୍ତା ମୃତ ଦେହ ଜବତ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!