Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାବତ ଝିଅ ଫୋନରେ କଥା ହେଉଥିଲା, ବାପା ଆକଟ କରି ମାଡ଼ ମାରିବାରୁ ଝିଅର ପ୍ରାଣ ଗଲା

by ସଞ୍ଜୟ ସ୍ୱାଇଁ
July 21, 2021
in Crime, State
ସାବତ ଝିଅ ଫୋନରେ କଥା ହେଉଥିଲା, ବାପା ଆକଟ କରି ମାଡ଼ ମାରିବାରୁ ଝିଅର ପ୍ରାଣ ଗଲା
38
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଫୋନ୍‌ରେ କଥା ହେଉଥିଲା ସାବତ ଝିଅ। ଏହାଦେଖି ଆକଟ କରିବାକୁ ଯାଇଥିବା ସାବତ ବାପାର ମାଡ଼ରେ ଆଖି ବୁଜିଲା ୧୫ ବର୍ଷୀୟା ନାବାଳିକା ଝିଅ। ଏହାଦେଖି ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛି ସାବତ ବାପା କୈଳାସ । ଏପରି ଅଭାବନୀୟ ଘଟଣା କେନ୍ଦୁଝର ଚମ୍ପୁଆ ଥାନା ରଘୁଆଳସାହିରେ ଘଟିଛି। ଗତକାଲି ରାତିରେ ନାବାଳିକାଜଣକ ଫୋନ୍‌ରେ କାହା ସହ କଥା ହେଉଥିଲା। ଏହା ଦେଖି ସାବତ ବାପା କୈଳାସ ତାକୁ ଆକଟ କରିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ କୈଳାସ ନାବାଳିକାକୁ ବାଡ଼ିରେ ବାଡ଼େଇବାରୁ ଘଟଣାସ୍ଥଳରେ ତା’ର ମୃତ୍ୟୁ ହୋଇଥିଲା। ଏହାଦେଖି ଛାନିଆ ହୋଇଯାଇଥିବା କୈଳାସ ଶେଷରେ ନିଜ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ଘଟଣାସ୍ଥଳରେ ତାଙ୍କ ସ୍ତ୍ରୀ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଚମ୍ପୁଆ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!