Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ଭିତରେ ଥିବା ଲୁହାଦୋଳି ପାଇପରେ ଝୁଲୁଛି ମହିଳାଙ୍କ ମୃତ ଦେହ, ହତ୍ୟା ନା’ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
July 22, 2021
in Crime, State
୨୦୦ ଗ୍ରାମ ବ୍ରାଉନସୁଗାର ସହିତ ଏକ ବାଇକ ଜବତ,
199
VIEWS
Share on FacebookShare on Twitter

ଜଳେଶ୍ବର, (ବାଘୁଆବାର୍ତ୍ତା): ବାଲିଆପାଳ ଥାନା ଅଳାଡିହା ପଞ୍ଚାୟତ ଅଳାଡିଆ ଗ୍ରାମରେ ଅଭାବନୀୟ ଘଟଣା । ଅଳାଡିହା ପ୍ରାଥମିକ ବିଦ୍ୟାଳୟ ହତା ଭିତରେ ଜଣେ ମହିଳା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ମୃତ ମହିଳା ଜଣଙ୍କ ହେଲେ ପଞ୍ଚବଟି ପରିଡା । ବାଲେଶ୍ଵର ଜିଲ୍ଲା ବାଲିଆପାଳ ଥାନା ଅଳାଡିଆ ପଞ୍ଚାୟତର ଅଳାଡିଆ ସ୍କୁଲ ପଡିଆ ପରିସରରେ ପିଲାଙ୍କ ଖେଳିବା ଉଦ୍ଦେଶ୍ୟରେ ଥିବା ଏକ ଲୁହାଦୋଳି ପାଇପରେ ଜଣେ ମହିଳା ବେକରେ ରଶି ଲଗାଇ ଝୁଲୁଥିବାର ଗ୍ରାମବାସୀମାନେ ଦେଖିଥିଲେ । ସ୍କୁଲ ଗେଟ୍ ବନ୍ଦ ଥିବାରୁ କେହି ଝୁଲନ୍ତା ମୃତଦେହ ନିକଟକୁ ଯାଇପାରିନଥିଲେ । ମହିଳା ଜଣଙ୍କ ହେଲେ ଅଳାଡିଆ ଗ୍ରାମର ଗୌରାଙ୍ଗ ପରିଡାଙ୍କର ସ୍ତ୍ରୀ ପଞ୍ଚବଟୀ ପରିଡା । ଏ ନେଇ ଗ୍ରାମବାସୀ ବାଲିଆପାଳ ଥାନାକୁ ଖବର ଦେଇଥିଲେ । ଖବର ପାଇ ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ମୃତ ମହିଳା ଜଣଙ୍କ ଦୀର୍ଘ ଦିନ ଧରି ପେଟ ରୋଗରେ ପୀଡିତ ଥିଲେ । କଷ୍ଟ ସହି ନପାରି ଆତ୍ମହତ୍ୟା କରିଛନ୍ତି ବୋଲି ମୃତକଙ୍କ ସ୍ବାମୀ କହିଥିବା ବେଳେ ପୋଷ୍ଟମର୍ଟମ ପରେ ଜଣାପଡିବ ଏହା ହତ୍ୟା ନା ଆତ୍ମହତ୍ୟା ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!