Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଇନାନ୍ସ କର୍ମଚାରୀଙ୍କୁ ମାରଣାନ୍ତକ ଆକ୍ରମଣ କରି ଲୁଟି ନେଲେ ୮୦ହଜାର ଟଙ୍କା

by ସଞ୍ଜୟ ସ୍ୱାଇଁ
July 22, 2021
in Crime, State
ଫାଇନାନ୍ସ କର୍ମଚାରୀଙ୍କୁ ମାରଣାନ୍ତକ ଆକ୍ରମଣ କରି ଲୁଟି ନେଲେ ୮୦ହଜାର ଟଙ୍କା
75
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ବାଲିଅନ୍ତାରେ ବ୍ଲାକ୍ ପଲସର ଆତଙ୍କ । ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାରଣାନ୍ତକ ଆକ୍ରମଣ କରି ପ୍ରାୟ ୮୦ ହଜାର ଟଙ୍କା ଲୁଟି ନେଲେ ଦୁଇ ଦୁର୍ବୃତ୍ତ । ଘଟଣା ଘଟିଛି ବାଲିଅନ୍ତା ଥାନା ପ୍ରତାପରୁଦ୍ରପୁର-କଣ୍ଟାପଡା ରାସ୍ତା ଆଖଣ୍ଡଳେଶ୍ଵର ମନ୍ଦିର ନିକଟରେ । ଗୁରୁତର ଅବସ୍ଥାରେ ଫାଇନାନ୍ସ କର୍ମଚାରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଭାରତ ଫାଇନାନ୍ସର ଜଣେ କର୍ମଚାରୀ ଋଣ ଟଙ୍କା ସଂଗ୍ରହ କରି ବାଲିଅନ୍ତା ଅଭିମୁଖେ ଫେରୁଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ବ୍ଲାକ୍ ପଲ୍‌ସରରେ ତାଙ୍କୁ ପିଛା କରିଥିଲେ । ପ୍ରତାପରୁଦ୍ରପୁର-କଣ୍ଟାପଡ଼ା ଆଖଣ୍ଡଳେଶ୍ଵର ମନ୍ଦିର ନିକଟରେ କର୍ମଚାରୀ ଜଣଙ୍କୁ ଧକ୍କା ମାରି ତଳେ ପକାଇ ଦେଇଥିଲେ । ପରେ ଏକ ମାରଣାସ୍ତ୍ରରେ କର୍ମଚାରୀଙ୍କ ହାତକୁ ହାଣି ଟଙ୍କା ବ୍ୟାଗ୍ ନେଇ ଘଟଣାସ୍ଥଳରୁ ଫେରାର୍ ହୋଇଗଲେ । ଆକ୍ରମଣରେ ଗୁରୁତର କର୍ମଚାରୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗ ହସ୍ପିଟାଲ୍‌ ପଠାଇଛନ୍ତି ସ୍ଥାନୀୟ ଲୋକେ । ଖବର ପାଇ ବାଲିଅନ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!