Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୨ ବସ୍ତା ଗଞ୍ଜେଇ ଜବତ, ୧ ଅଭିଯୁକ୍ତ ଗିରଫ ଓ ୩ ଅଭିଯୁକ୍ତ ଫେରାର

by ସଞ୍ଜୟ ସ୍ୱାଇଁ
July 24, 2021
in Crime, State
୩୨ ବସ୍ତା ଗଞ୍ଜେଇ ଜବତ, ୧ ଅଭିଯୁକ୍ତ ଗିରଫ ଓ ୩ ଅଭିଯୁକ୍ତ ଫେରାର
109
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମରୁ ଗୁଜରାଟକୁ ଗଞ୍ଜେଇ ଚୋରା ଚାଲାଣ। ଓଡ଼ିଶାରୁ ଗଞ୍ଜେଇ ଚାଲାଣ ବେଳେ ଧରିଛି ଗୁଜରାଟ ପୁଲିସ। ଗଞ୍ଜାମରୁ ୩୨ବସ୍ତା ଗଞ୍ଜେଇ ସୁରଟ ଚାଲାଣ ହେଉଥିବା ବେଳେ ଗ୍ରାମୀଣ ପୋଲିସ ହାତରେ ଧରାପଡିଛି। ୩୨ ବସ୍ତାରେ ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ୧୪ଲକ୍ଷ ଟଙ୍କା। ଗଞ୍ଜେଇ ମାଫିଆଙ୍କ ନିକଟରୁ ପୁଲିସ ମୋବାଇଲ ଫୋନ ଓ ୭ହଜାର ୫ଶହ ନଗଦ ଟଙ୍କା ଓ ସୁଜୁକି ବାଇକ ଜବତ କରିଛି। ଗଞ୍ଜାମ କେନ୍ଦୁପଦର ଅଞ୍ଚଳର ବିକାଶ ଗୌଡ ନାମକ ଜଣେ ୧୯ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ତେବେ ଅନ୍ୟ ୩ଅଭିଯୁକ୍ତ ଫେରାର ହୋଇ ଯାଇଛନ୍ତି। ଗଞ୍ଜାମ କୋଦଳା ଅଞ୍ଚଳର ବାବୁ ନାହାକ, ବିକ୍ରମ ପରିଡା ଓ ଶିବରାମ ନାହାକ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!