Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷ୍ଟିଲ୍ ସିଟି ରାଉରକେଲାରେ ଛୁଆ ବିକ୍ରି, ୫ ମହିଳା ଓ ଦୁଇ ଜଣ ପୁରୁଷଙ୍କୁ ଗିରଫ

by ସଞ୍ଜୟ ସ୍ୱାଇଁ
July 27, 2021
in Crime, State
ଷ୍ଟିଲ୍ ସିଟି ରାଉରକେଲାରେ ଛୁଆ ବିକ୍ରି, ୫ ମହିଳା ଓ ଦୁଇ ଜଣ ପୁରୁଷଙ୍କୁ ଗିରଫ
47
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଷ୍ଟିଲ୍ ସିଟି ରାଉରକେଲାରେ ଛୁଆ ବିକ୍ରି ରାକେଟର ଠାବ। ଏହି ମାମଲାରେ ପ୍ଲାଣ୍ଟ ସାଇଟ୍‌ ଥାନା ପୁଲିସ ୫ ମହିଳା ଓ ଦୁଇ ଜଣ ପୁରୁଷଙ୍କୁ ମିଶାଇ ମୋଟ ୭ ଜଣଙ୍କୁ ଗିରଫ କରିଛି। ଏମାନଙ୍କଠାରୁ ମୋବାଇଲ ଜବତ ହୋଇଛି। ମୋବାଇଲରେ ଛୁଆ ବିକ୍ରି ରାକେଟର ତଥ୍ୟ ରହିଥିବା ପୁଲିସ କହିଛି । କିଛି ମାସ ହେବ ଏଠାରେ କିଛି ଧନୀ ଶ୍ରେଣୀର ମହିଳା ଏହି ରାକେଟ୍ ଚଳାଇ ଆସୁଥିଲେ। ଏମାନେ ରାଉରକେଲା ସହରରୁ ଗରିବ ଶିଶୁଙ୍କୁ ଲକ୍ଷାଧିକ ଟଙ୍କାରେ ଝାରଖଣ୍ଡ ଓ ଛତିଶଗଡରେ ବିକ୍ରି କରିଆସୁଥିଲେ। ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଏହି ରାକେଟରେ ଆଉ କିଛି ମହିଳାଙ୍କ ହାତ ଥିବା ପୁଲିସ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!