Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନ ସୁଗାର ସହ ଗଞ୍ଜେଇ ଜବତ , ୫ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ

by ସଞ୍ଜୟ ସ୍ୱାଇଁ
July 27, 2021
in Crime, State
ବ୍ରାଉନ ସୁଗାର ସହ ଗଞ୍ଜେଇ ଜବତ , ୫ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ
69
VIEWS
Share on FacebookShare on Twitter

ସୁନ୍ଦରଗଡ, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଅଞ୍ଚଳରୁ ୧.୫ ମିଲି ଗ୍ରାମ ବ୍ରାଉନ ସୁଗାର ସହ ୬୫୦୦ କେଜି ଗଞ୍ଜେଇ ଜବତ କରିଛି ପୋଲିସ। ଏଥିସହ ଦଶ ହଜାର ଟଙ୍କା ଜବତ କରିଛି । ଏହି ଘଟଣାରେ ଜଣେ ଯୁବକ ଓ ଜଣେ ଯୁବତୀ କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତମାନେ ଟାଉନ ଅଞ୍ଚଳର ବୋଲି ଏସ ପି ସାଗରିକା ନାଥ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । କିଛି ଦିନ ହେବ ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅଞ୍ଚଳରୁ କିଛି ବ୍ରାଉନସୁଗାର ଜବତ କରାଯାଇଥିବା ବେଳେ ପୋଲିସ ଜଣକୁ ଗିରଫ କରିଥିଲା । ସେହିପରି ଗତ ତିନିଦିନ ପୂର୍ବେ ରାଜଗାଙ୍ଗପୁର ଥାନା ଅଞ୍ଚଳରୁ ବ୍ରାଉନ ସୁଗାର୍ ସହ ୫ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଏସ ପି ସାଗାରିକା ନାଥ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!