Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହକୁ କେନ୍ଦ୍ର କରି ବୋହୂକୁ କିରୋସିନ ଢାଳି ହତ୍ୟା ଉଦ୍ୟମ କଲା ଶ୍ଵଶୁର

by ସଞ୍ଜୟ ସ୍ୱାଇଁ
July 28, 2021
in Crime, State
ପାରିବାରିକ କଳହକୁ କେନ୍ଦ୍ର କରି ବୋହୂକୁ କିରୋସିନ ଢାଳି ହତ୍ୟା ଉଦ୍ୟମ କଲା ଶ୍ଵଶୁର
179
VIEWS
Share on FacebookShare on Twitter

ଅନୁଗୁଳ (ବାଘୁଆବାର୍ତ୍ତା): ଅନୁଗୁଳ ହେମସୁରପଡାରେ ଅଭାବନୀୟ ଘଟଣା। ପାରିବାରିକ କଳହକୁ କେନ୍ଦ୍ର କରି ବୋହୂକୁ କିରୋସିନ ଢାଳି ହତ୍ୟା ଉଦ୍ୟମ କଲା ଶ୍ଵଶୁର। ଗୁରୁତର ଅବସ୍ଥାରେ ବୋହୂ ଅନୁଗୁଳ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନୁଗୁଳ ହେମସୁରପଡାରେ ପାରିବାରିକ କଳହକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ବୋହୂକୁ କିରୋସିନ ଢାଳି ପୋଡିବାକୁ ଉଦ୍ୟମ କଲା ଶ୍ଵଶୁର। ବୋହୂ ହରପ୍ରିୟା ନାୟକଙ୍କୁ (୨୫) ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ୫୦ ପ୍ରତିଶତ ଅଂଶ ପୋଡ଼ିଯାଇଥିବା ଜଣା ପଡିଛି। ହରପ୍ରିୟାଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ପାରିବାରିକ କଳହରୁ ଶ୍ଵଶୁର ଶଙ୍କର୍ଷଣ ନାୟକ ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହେଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!