Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୧୬ ମସିହାରେ ବାରଙ୍ଗ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଜୋରିମାନା ସହିତ ୧୦ବର୍ଷ ଜେଲଦଣ୍ଡ

by ସଞ୍ଜୟ ସ୍ୱାଇଁ
July 30, 2021
in Crime, State
୨୦୧୬ ମସିହାରେ ବାରଙ୍ଗ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଜୋରିମାନା ସହିତ ୧୦ବର୍ଷ ଜେଲଦଣ୍ଡ
45
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବାରଙ୍ଗ ଅଞ୍ଚଳରେ ୨୦୧୬ ମସିହାରେ ଘଟିଥିବା ୯ ବର୍ଷର ନାବାଳିକା ଦୁଷ୍କର୍ମ ଘଟଣାରେ ଆଜି ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି କଟକ ପକ୍ସୋ ଅଦାଲତ। ୧୭ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଜେଲଦଣ୍ଡ ସହ ୧୦ ହଜାର ଟଙ୍କାର ଜରିମାନା ସହ ପୀଡ଼ିତାଙ୍କୁ ଦୁଇ ଲକ୍ଷ ଟଙ୍କାର କ୍ଷତି ପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଜରିମନା ଅନାଦେୟ ଏକ ବର୍ଷ ଜେଲଦଣ୍ଡ ଅଧିକ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!