Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫ ବର୍ଷର ଶିଶୁକନ୍ୟାଟିକୁ ଏକୁଟିଆ ଦେଖି ନିଜ ଘରକୁ ନେଇ ଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
July 30, 2021
in Crime, State
୫ ବର୍ଷର ଶିଶୁକନ୍ୟାଟିକୁ ଏକୁଟିଆ ଦେଖି ନିଜ ଘରକୁ ନେଇ ଦୁଷ୍କର୍ମ
90
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଭଳି ଏକ ଅମାନବୀୟ ଘଟଣା ସୋର ଅଞ୍ଚଳରେ ଘଟିଥିବା ଥାନାରେ ଅଭିଯୋଗ ହୋଇଛି । ସବୁଦିନ ଭଳି ଗୁରୁବାର ମଧ୍ୟ ଶିଶୁ କନ୍ୟାଟିର ବାପା-ମା’ କାମ କରିବା ପାଇଁ ବିଲକୁ ଯାଇଥିଲେ। ଶିଶୁଟି ଏକୁଟିଆ ଘରେ ଥିବାର ସୁଯୋଗ ନେଇ ସେହି ଗାଁର ବନ ସିଂଙ୍କ ପୁଅ ମୁନା ସିଂ ଶିଶୁ କନ୍ୟାଟିକୁ ତା ନିଜ ଘରକୁ ଉଠାଇ ନେଇ ଦୁଷ୍କର୍ମ କରିଥିଲା । ଶିଶୁଟିର ବାପା-ମା’ କାମରୁ ଫେରି ଏଭଳି ଘଟଣା ବିଷୟରେ ଜାଣିଥିଲେ । ତେବେ ଗୁରୁବାର ରାତିରେ ଶିଶୁଟି ଯନ୍ତ୍ରଣା ଅନୁଭବ କରିବାରୁ ଶୁକ୍ରବାର ବାପା-ମା’ ଶିଶୁ କନ୍ୟାର ଚିକିତ୍ସା ପାଇଁ ଡାକ୍ତରଖାନା ଆଣିବା ସହ ସୋର ଥାନାରେ ଅଭିଯୋଗ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!