Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନା ଅଳଙ୍କାର ସଫା କରିବା କଥା କହି ଲୁଟି ନେଉଥିଲେ ଏକ ଠକ ଗ୍ୟାଙ୍ଗ

by ସଞ୍ଜୟ ସ୍ୱାଇଁ
July 31, 2021
in Crime, State
ସୁନା ଅଳଙ୍କାର ସଫା କରିବା କଥା କହି ଲୁଟି ନେଉଥିଲେ ଏକ ଠକ ଗ୍ୟାଙ୍ଗ
282
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସୁନା ଅଳଙ୍କାର ସଫା କରିବା କଥା କହି ଲୋକଙ୍କୁ ଠାରୁ ସୁନା ଚୋରି କରୁଥିବା ଏକ ଗ୍ୟାଙ୍ଗକୁ ଧରିଲେ ଗ୍ରାମବାସୀ। ମାଲକାନଗିରି କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି ୭୯ ଗ୍ରାମବାସୀ ଏଭଳି ଏକ ଠକ ଗ୍ୟାଙ୍ଗକୁ ଧରି ପୋଲିସ ଜିମା ଦେଇଛନ୍ତି। ଏହି ଠକ ଗ୍ୟାଙ୍ଗ୍ ବିହାରରୁ ଆସି ଏମଭି ୭୯ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ଲୋକମାନଙ୍କ ସୁନା ଗହଣା ସଫା କରିବାକୁ କହି ଗାଁ ଗାଁ ବୁଲୁଥିଲେ। ସେମାନେ ସୁନା ଗହଣା ସଫା କରିବା ବଦଳରେ ଏଥିରେ ପିତଳ ମିଶାଇବା ସହ ସୁନା ଗହଣା ଲୁଟି ନେଉଥିଲେ। ତେବେ ଏହି ଠକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛନ୍ତି ଏମଭି ୭୯ ଗ୍ରାମବାସୀ। ଏହି ଠକ ଗ୍ୟାଙ୍ଗକୁ ଧରି ସେମାନେ ପୋଲିସ ଜିମା ଦେଇଛନ୍ତି। ଏହି ଗ୍ୟାଙ୍ଗରେ ୧୭ ଜଣ ଥିବା ଜଣାପଡିଛି। ଗତ କିଛି ଦିନ ଧରି ଏମାନେ ଗାଁ ଗାଁ ବୁଲି ଲୋକମାନଙ୍କୁ ଠକୁଥିଲେ। ପୋଲିସ ଏମାନଙ୍କୁ ଗିରଫ କରି ଏବେ କୋର୍ଟ ଚାଲାଣ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!