Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୟୁରଝାଲ୍ଲିଆରେ ତହସିଲଦାର ସ୍ୱାସ୍ଥ୍ୟକର୍ମୀଙ୍କ ପରେ ସାମ୍ବାଦିକଙ୍କ ପାଳି, ଥାନାରେ ମାମଲା ରୁଜୁ

by ସଞ୍ଜୟ ସ୍ୱାଇଁ
May 23, 2021
in Crime, State
ମୟୁରଝାଲ୍ଲିଆରେ ତହସିଲଦାର ସ୍ୱାସ୍ଥ୍ୟକର୍ମୀଙ୍କ ପରେ ସାମ୍ବାଦିକଙ୍କ ପାଳି, ଥାନାରେ ମାମଲା ରୁଜୁ
435
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ମୟୁରଝାଲିଆରେ ଗତ କାଲି ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ୨୦ ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ଗ୍ରାମବାସୀ ତହସିଲଦାର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଅଟକ ରଖିଥିଲେ । ଘଟଣା ସ୍ଥଳରେ ଚାନ୍ଦପୁର ଆଇଆଇସି ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲେ । ପରବର୍ତ୍ତି ସମୟରେ କିଛି ସାମ୍ବାଦିକ ଉକ୍ତ ଗ୍ରାମରେ ପହଞ୍ଚିଥିଲେ । ଉକ୍ତ ଗ୍ରାମର ସୁରେନ୍ଦ୍ରନାଥ କଳସ ପିତା ଫକିର କଳସ ସାମ୍ବାଦିକ ମାନଙ୍କୁ ଗାଳି ଗୁଲଜ କରିଥିଲେ । ତେଣୁ ମିଡିଆ ବାଲା ମଶାଣି ଜଗିକି ରହିବା ଲୋକ, ତମେ ଚୋର ଏଭଳି ଗାଳି କରିଥିଲେ । ଉକ୍ତ ଘଟଣାକୁ ନେଇ ସାମ୍ବାଦିକ ମାନସ କୁମାର ସାହୁ, ଅଶିତ ରଞ୍ଜନ ପରିଡା ସୁରେନ୍ଦ୍ର କଳସଙ୍କ ନାମରେ ମାମଲା ରୁଜୁ କରିଛନ୍ତି । ଚାନ୍ଦପୁର ଥାନା ପକ୍ଷରୁ ୭୪/୨୦୨୧ ରେ ଏକ ମାମଲା ରୁଜୁ ହୋଇଛି । ତଦନ୍ତ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!