Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଣିଗାରେଡ଼ି ସନ୍ଦେହରେ ୩ଜଣଙ୍କୁ ପିଟି ପିଟି ହତ୍ୟା

by ସଞ୍ଜୟ ସ୍ୱାଇଁ
August 2, 2021
in Crime, State
ଗୁଣିଗାରେଡ଼ି ସନ୍ଦେହରେ ୩ଜଣଙ୍କୁ ପିଟି ପିଟି ହତ୍ୟା
37
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଗୁଣି ସନ୍ଦେହରେ ୩ଜଣଙ୍କୁ ପିଟି ପିଟି ମାରି ନଦୀରେ ଫିଙ୍ଗିଦେଇଥିବା ଅଭିଯୋଗ। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ପାଲଲହଡ଼ା ବ୍ଲକ ଖମାର ଥାନା ଆଦିବାସୀ ସାହିରେ। ଏହି ଘଟଣାରେ ଜଣଙ୍କର ଶବ ମିଳିଥିବା ବେଳେ ଏହି ମାମଲାରେ ପୁଲିସ ୬ଜଣଙ୍କୁ ଗିରଫ କରାଯାଇଛି। ସୂଚନା ମୁତାବକ, ଆଦିବାସୀ ସାହିର ବୁଧୁରାମ ଚାତର ଏବଂ ସ୍ତ୍ରୀ ମୁନି ଚାତର ଏବଂ ତାଙ୍କ ସମ୍ପର୍କୀୟ ମୋଟେଇ ଗାଗରାଇ ୩ମାସ ତଳେ କୌଣସି କାରଣରୁ ଭୋଜିରେ ମାଂସ ନଦେବାକୁ ନେଇ ଝଗଡ଼ା କରିଥିଲେ। ଗାଁର ଅନ୍ୟ ଲୋକମାନେ ଏହି ପରିବାରକୁ ବାସନ୍ଦ କରିଥିଲେ। ବାସନ୍ଦ ହେବା ପରେ ଗାଁ ଲୋକ ତାଙ୍କ ସାଙ୍ଗରେ ମିଳାମିଶା କରୁନଥିଲେ। ବାସନ୍ଦ ହୋଇଥିବା ଦୁଇ ପରିବାର ଗାଁର ଅନ୍ୟ ଲୋକଙ୍କ ଉପରେ ଗୁଣି ଗାରେଡି କରୁଥିବା ସନ୍ଦେହ କରି ଗତ ୩୦ ତାରିଖରେ ଗାଁର କିଛି ଯୁବକ ସଙ୍ଗବଧ ଭାବେ ଆକ୍ରମଣ କରିଥିଲେ। ବୁଧୁରାମ ଚାତର ଏବଂ ସ୍ତ୍ରୀ ମୁନି ଚାତର ଏବଂ ତାଙ୍କ ସମ୍ପର୍କୀୟ ମୋଟେଇ ଗାଗରାଇଙ୍କୁ ଜଙ୍ଗଲ ଭିତରକୁ ଟାଣିନେଇ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ନିକଟସ୍ଥ ଏକ ନଦୀରେ ତିନି ଜଣଙ୍କ ଶବକୁ ଭସାଇ ଦେଇଥିଲେ ଏନେଇ ଖମାର ଥାନାରେ ଅଭିଯୋଗ ହେବା ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!