Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲିମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି ତହସିଲଦାର

by ସଞ୍ଜୟ ସ୍ୱାଇଁ
August 3, 2021
in Crime, State
ବାଲିମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି ତହସିଲଦାର
124
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବାଲିମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି ବାଲେଶ୍ୱର ଜିଲ୍ଲା ଭୋଗରାଇ ଅତିରିକ୍ତ ତହସିଲଦାର ସନ୍ତୋଷ ପାଣିଗ୍ରାହୀ । ଚୋରା ବାଲି ଚାଲାଣ ବେଳେ ଗାଡ଼ି ଅଟକାଇବାରୁ ଅତର୍କିତ ଆକ୍ରମଣର ଶିକାର ହୋଇଛନ୍ତି ଅତିରିକ୍ତ ତହସିଲଦାର। ପ୍ରାୟ ୧୦ରୁ ୧୫ ଜଣ ଯୁବକ ତାଙ୍କୁ ମିଳିତ ଆକ୍ରମଣ କରି ଚେନ୍, ମୋବାଇଲ ଓ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପରେ ଗ୍ରାମବାସୀ ଘଟଣାସ୍ଥଳରୁ ଅତିରିକ୍ତ ତହସିଲଦାରଙ୍କୁ ଉଦ୍ଧାର କରିବା ସହ ଡମ୍ପର ଡ୍ରାଇଭର ଓ ହେଲପରଙ୍କୁ ପୁଲିସ୍‌ ଜିମା ଦେଇଛନ୍ତି । ଆକ୍ରମଣ କରିଥିବା ୫ ଜଣ ବାଲି ମାଫିଆ ଫେରାର ହୋଇଯାଇଛନ୍ତି । ସେମାନଙ୍କ ଘର ବାଲିଆପାଳ ଅଞ୍ଚଳରେ ବୋଲି ଜଣାପଡିଛି। ଏନେଇ ଅତିରିକ୍ତ ତହସିଲଦାର ସନ୍ତୋଷ ପାଣିଗ୍ରାହୀ କହିଛନ୍ତି, ଭୋଗରାଇ ଯିବା ବାଟରେ ଏକ ଡମ୍ପର ଦେଖିଲୁ। ପଚରାଉଚରା ପରେ ଏତେ ସମୟ କାହିଁକି ରହିଲ ବୋଲି ପଚାରିବାରୁ ଗାଡ଼ି ଖରାପ ହୋଇଯାଇଥିବା କହିଲେ। ମାଲିକଙ୍କୁ ଡାକିବାକୁ କହି ବନ୍ୟା ସ୍ଥଳ ପରିଦର୍ଶନ କରିବାକୁ ଯାଇଥିଲୁ। ସେଠାରୁ ଫେରିବା ବେଳେ ବାଟରେ ୧୦-୧୫ ଜିଣ ଛିଡ଼ା ହୋଇଥିଲେ। ସେମାନେ ଟଣାଓଟରା କରିବା ସହ ମାଡ଼ ମାରିବାରୁ ସାର୍ଟ ଚିରି ଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!