Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷର ନାବାଳକ ପୁଅ ଗିରଫ

by ସଞ୍ଜୟ ସ୍ୱାଇଁ
August 4, 2021
in Crime
ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷର ନାବାଳକ ପୁଅ ଗିରଫ
73
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ବାପାର ଅପରାଧୀ ସାମ୍ରାଜ୍ୟ ସମ୍ଭାଳିବାକୁ ଆଗକୁ ଆସିଲା ନାବାଳକ ପୁଅ। ବ୍ରଜରାଜନଗରରେ ପୁଣି ଖେଳିଲା ଆତଙ୍କରାଜ। ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷ ଜାତୀୟ ସୁରକ୍ଷା ଆଇନ ବଳରେ ଜେଲରେ ଥିବାବେଳେ ନାବାଳକ ପୁଅ ପ୍ରଥମ ଥର ପାଇଁ ବୁଧବାର ଜେଲ ଯିବ। ମଙ୍ଗଳବାର ରାତିରେ ଚୁନାଭଟ୍ଟା ଅଞ୍ଚଳରେ ଦୁଇ ପରିବାର ବିବାଦ ଯୋଗୁଁ ଗୋଟିଏ ପରିବାରର ସଦସ୍ୟଙ୍କ ଡାକରାରେ ଯାଇଥିବା ସୋନୁ ଘୋଷର ନାବାଳକ ପୁଅ ଛୁରାମାଡ କରି ଜଣେ ଯୁବକଙ୍କୁ ଗୁରୁତର କରିଛି । ଗୁରୁତରଙ୍କୁ ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ରାଜନଗର ପୋଲିସ ଏହି ମାମଲାରେ ସୋନୁ ଘୋଷର ପୁଅ ସହ ଅନ୍ୟଜଣେ ସହଯୋଗୀ ରାହୁଲ ବାରିକକୁ ମଧ୍ୟ ଗିରଫ କରିଛି । ବୁଧବାର ସେମାନଙ୍କ କୋର୍ଟଚାଲାଣ କରାଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!