Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରିଜ ତଳେ ପଡିରହିଛି ମୃତଦେହ

by ସଞ୍ଜୟ ସ୍ୱାଇଁ
August 4, 2021
in Crime, State
ବ୍ରିଜ ତଳେ ପଡିରହିଛି ମୃତଦେହ
237
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ବ୍ରିଜ ତଳେ ପଡିଛି ମୃତଦେହ । ସମ୍ବଲପୁର ବୁର୍ଲା ଥାନା ଚାଉଁରପୁର ମହାନଦୀ ବ୍ରିଜ ନିକଟରେ ପଡିରହିଛି ମୃତଦେହ। ମୃତ ବ୍ୟକ୍ତିଙ୍କ ନାମ ହରେକୃଷ୍ଣ ନାଏକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସମ୍ବଲପୁର ବୁର୍ଲା ଥାନା ଚାଉଁରପୁର ମହାନଦୀ ବ୍ରିଜ ଉପରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖିବା ପରେ ସ୍ଥାନୀୟ ଲୋକେ ନିକଟସ୍ଥ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଛାନ୍‌ଭିନ୍ ଜାରି ରଖିଛି । ମୃତଦେହଟି ବୁଦା ତଳେ ଢଙ୍କା ହୋଇରହିଥିଲା । ସେପଟେ ପୋଲିସ ଛାନ୍‌ଭିନ୍‌ରୁ ମୃତକଙ୍କ ପରିଚୟ ମିଳିଛି । ମୃତକ ହେଉଛନ୍ତି ସମ୍ବଲପୁର ପିଡବ୍ଲୁଡି କଲୋନୀର ହରେକୃଷ୍ଣ ନାଏକ ବୋଲି ଜଣାପଡିଛି । ଏହା ହତ୍ୟା ନା ଆତ୍ମହତ୍ୟା ତାବା ବର୍ତ୍ତମାନ ପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପୋଲିସ ତଦନ୍ତରୁ ଏହା ସ୍ପଷ୍ଟ ହେବ ବୋଲି ସ୍ଥାନୀୟ ଲୋକେ ଆଶା ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!