Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

by ସଞ୍ଜୟ ସ୍ୱାଇଁ
August 7, 2021
in Crime, State
ରାସ୍ତା କଡ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
47
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ଶାନ୍ତପୁର କଟାବନ୍ଧରୁ ଲାଞ୍ଜିଗଡ଼ର ଯୁବକଙ୍କ ଶବ ଉଦ୍ଧାର । ହତ୍ୟା ସନ୍ଦେହ କରାଯାଉଛି । କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥ ବଡ଼ଧାରପୁର- ଶାନ୍ତପୁର ରାସ୍ତା କଡ଼ରେ ଥିବା ପୋଖରୀ (କଟା)ରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଲାଞ୍ଜିଗଡ଼ ସ୍ଥିତ ଆଶ୍ରମ ପଡାର ଦୟା ମୁଣ୍ଡା । ତାଙ୍କ ବୟସ ୪୭ ବର୍ଷ ବୋଲି ଜଣାପଡିଛି। ମୃତକଙ୍କ ଶରୀର ସମ୍ପୂର୍ଣ୍ଣ ଉଲଗ୍ନ ରହିଥିବା ବେଳେ ତାଙ୍କ ମୁହଁର ବିଭିନ୍ନ ସ୍ଥାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ବିକ ସ୍ଥିତି ଦେଖିଲେ ଏହା ହତ୍ୟା ନା’ ଆତ୍ମହତ୍ୟା ତାହା ଅସ୍ପଷ୍ଟ ରହିଥିବା ବେଳେ ପରିବାର ସଦସ୍ୟ ହତ୍ୟା ଅଭିଯୋଗ ଆଣିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!