Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହିଂସାର ମାର୍ଗ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆହ୍ୱାନ ଦେଇଛନ୍ତି ପୋଲିସ ଡିଜି

by ସଞ୍ଜୟ ସ୍ୱାଇଁ
August 7, 2021
in Crime, State
ହିଂସାର ମାର୍ଗ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆହ୍ୱାନ ଦେଇଛନ୍ତି ପୋଲିସ ଡିଜି
28
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ପୋଲିସ ଡିଜି ଅଭୟ କଳାହାଣ୍ଡି ଗସ୍ତ ସମୟରେ ମାଓବାଦୀଙ୍କୁ ହିଂସାର ମାର୍ଗ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆହ୍ୱାନ ଦେଇଛନ୍ତି। । ରାଜ୍ୟରେ ମାଓ ସଂଖ୍ୟା କମିଛି। କଳାହାଣ୍ଡିରେ ମଧ୍ୟ ସ୍ଥିତି ଭଲ ଅଛି।ଏବେ ୩ଜଣ ପ୍ରମୁଖ ମାଓବାଦୀ ନେତା ଆତ୍ମ ସମର୍ପଣ କରିଛନ୍ତି। ଏହା ଭଲ ସଂକେତ ଅନ୍ୟମାନେ ମଧ୍ୟ ଆସନ୍ତୁ ଓଡିଶା ପୁଲିସରେ ସାମିଲ ହୁଅନ୍ତୁ ବୋଲି ଡିଜି ଅଭୟ ମାଓବାଦୀଙ୍କୁ ବାର୍ତ୍ତା ଦେଇଛନ୍ତି। ଏହି ଅବସରରେ ଡିଷ୍ଟ୍ରିକ୍ଟ ଇଣ୍ଟେଲିଜେନ୍ସ ଏଣ୍ଡ ଅପେରସନଲ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ, କଳାହାଣ୍ଡି ଏସ୍‌ପି ଡା. ଶ୍ରବଣ ବିବେକ ଏମଙ୍କ ସମେତ ଓଚଝ ଏସ. ସୁଶ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲ୍ଲାର ମାଓ ସମୀକ୍ଷା ତଥା ସମ୍ଭାବ୍ୟ କୋରୋନାର ତୃତୀୟ ଲହରକୁ ନେଇ ବରିଷ୍ଠ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!