Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକରୁ ପୁଣି ନକଲି ଜର୍ଦ୍ଦା କାରାଖାନା ଠାବ

by ସଞ୍ଜୟ ସ୍ୱାଇଁ
August 8, 2021
in Crime, State
କଟକରୁ ପୁଣି ନକଲି ଜର୍ଦ୍ଦା କାରାଖାନା ଠାବ
25
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କିଛି ଦିନର ବ୍ୟବଧାନ ପରେ କଟକରୁ ପୁଣି ନକଲି ଜର୍ଦ୍ଦା କାରାଖାନା ଠାବ । ଏକକାଳୀନ ୩ଟି ସ୍ଥାନରେ ପୋଲିସ ପକ୍ଷରୁ ଚଢାଉ । ବିପୁଳ ପରିମାଣର ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି । କଟକରେ ନକଲି ଜର୍ଦ୍ଦା କାରଖାନା ଚାଲିଥିବା ନେଇ ପୋଲିସ ନିକଟରେ ଖବର ପହଞ୍ଚିଥିଲା । ଏହାପରେ ପୋଲିସ ଆଜି ଏକକାଳୀନ ଭାବେ ୩ଟି ସ୍ଥାନରେ ଚଢାଉ କରିଥିଲା । ଏହି ଚଢାଉରେ ଏକ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି । ଏହା ସହିତ ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ ହୋଇଥିବାର ସୂଚନା ମିଳିଛି । ତେବେ କେତେ ଦିନ ହେଲା ଏଠାରେ ନକଲି କାରଖାନା ଚାଲିଥିଲା । ସେନେଇ ଖୋଲତାଡ଼ ଜାରି ରଖିଛି ପୋଲିସ । ବର୍ତ୍ତମାନ ସୁଦ୍ଧା ଘଟଣାରେ କେତେ ଜଣଙ୍କୁ ଗିରଫ କରାଯାଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । କିଛି ଦିନ ତଳେ କଟକରୁ ଅନେକ ନକଲି କାରଖାନା ଠାବ କରିଥିଲେ କମିଶନରେଟ୍‌ ପୋଲିସ । ପ୍ରଥମେ ଗୁଟ୍‌ଖା, ପରେ ଆଚାର, ସିମେଣ୍ଟ ଆଦି ଜିନିଷର ନକଲି କାରଖାନା ଠାବ ହୋଇଥିଲା । ତେବେ କିଛି ଦିନରେ ବ୍ୟବଧାନ ପରେ ପୁଣି ଥରେ କଟକରେ ନକଲି କାରଖାନା ଠାବ ହୋଇଛି । ତାହା ପୁଣି ଜର୍ଦ୍ଦା କାରଖାନା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!