Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତ୍ମସମର୍ପଣ କଲେ ମହିଳା କ୍ୟାଡର ମାଓବାଦୀ

by ସଞ୍ଜୟ ସ୍ୱାଇଁ
August 8, 2021
in Crime, State
ଆତ୍ମସମର୍ପଣ କଲେ ମହିଳା କ୍ୟାଡର ମାଓବାଦୀ
63
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ଆତ୍ମସମର୍ପଣ କଲେ ମହିଳା କ୍ୟାଡର ମାଓବାଦୀ। କନ୍ଧମାଳ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ମହିଳା ମାଓବାଦୀ କାନ୍ତି ମଲିକ। ଅନେକ ମାଓ କାର୍ୟ୍ୟକଳାପରେ ସେ ଦୀର୍ଘ ଦିନ ଧରି ସଂପୃକ୍ତ ଥିଲେ। କନ୍ଧମାଳ ଏସପିଙ୍କ ନିକଟରେ ମହିଳା କ୍ୟାଡର ମାଓବାଦୀ କାନ୍ତି ମଲିକ ଆତ୍ମସମର୍ପଣ କରିଛନ୍ତି। ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଟିକିଆ ପଞ୍ଚାୟତର ଗାଙ୍ଗରଙ୍ଗା ଗ୍ରାମରେ କାନ୍ତିଙ୍କ ଘର । ରାଜ୍ୟ ସରକାରଙ୍କର ଉନ୍ନୟନ୍ନ ମୂଳକ କାର୍ୟ୍ୟରେ ପ୍ରଭାବିତ ହୋଇ କାନ୍ତି ମାଓ ସଂଗଠନ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା କହିଛନ୍ତି । ଏହାସହ ଜଙ୍ଗଲରେ ସିନିୟର ମାଓନେତାଙ୍କ ବ୍ୟବହାରକୁ ନାପସନ୍ଦ କରିବା ସହ ଅତିଷ୍ଟ ହୋଇପଡିଥିଲେ କାନ୍ତି । ସେହିପରି ନିୟମିତ ଭାବେ ପୋଲିସର ଆଣ୍ଟି ନକ୍ସଲ ଅପରେସନ ଜୋରଦାର ହେଉଥିବା କାରଣରୁ କେତେକାଂଶରେ ତାଙ୍କୁ ଆତ୍ମସମର୍ପଣ କରିବାକୁ ବାଧ୍ୟ କରିଥିବା କନ୍ଧମାଳ ପୋଲିସ ଏ ସ .ପି ଭିନିତ ଅଗ୍ରୱାଲ କହିଛନ୍ତି ।ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ପ୍ୟାକେଜର ସୁଯୋଗ ନେବା ପାଇଁ ମଧ୍ୟ ଏସପି ପରାମର୍ଶ ଦେଇଛନ୍ତି । ଆତ୍ମସମର୍ପଣ ପରେ ଅମିତା ନିଜ ମନ୍ତବ୍ୟରେ କହିଛନ୍ତି, ସେ ସ୍କୁଲରେ ପଢ଼ୁଥିବା ସମୟରେ ମାଓବାଦୀମାନେ ତାଙ୍କୁ କ୍ରାନ୍ତି ଓ ଦେଶସେବା ନାଁରେ ଡାକିନେଇ ନକ୍ସଲ ସଂଗଠନରରେ ସାମିଲ କରାଇଥିଲେ । କିନ୍ତୁ ପ୍ରକୃତ ପକ୍ଷେ ନକ୍ସଲମାନେ ଆନ୍ଦୋଳନ ନାମରେ ବିକାଶକୁ ବିରୋଧ କରୁଥିବା ଓ ଅଯଥାରେ ନୀରିହମାନଙ୍କୁ ହତ୍ୟା କରୁଥିବା ସେ ତାଙ୍କ ଅଭିଜ୍ଞତାରୁ ଅନୁଭବ କରିଥିବା ଅମିତା ପ୍ରକାଶ କରିଛନ୍ତି । ଫଳରେ ନକ୍ସଲ ଆନ୍ଦୋଳନ ପ୍ରତି ବୀତସ୍ପୃହ ହୋଇ ସେ ଆତ୍ମସମର୍ପଣ କରିଥିବା କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!