Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଡିରୁ ନଡ଼ିଆ ଉଠାଇବାକୁ କେନ୍ଦ୍ର କରି ମା’ ଝିଅଙ୍କୁ ଭୁଜାଲିରେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
August 8, 2021
in Crime, State
ବାଡିରୁ ନଡ଼ିଆ ଉଠାଇବାକୁ କେନ୍ଦ୍ର କରି ମା’ ଝିଅଙ୍କୁ ଭୁଜାଲିରେ ଆକ୍ରମଣ
37
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବାଡିରୁ ନଡ଼ିଆ ଉଠାଇବାକୁ କେନ୍ଦ୍ର କରି ମା’ ଝିଅଙ୍କୁ ଭୁଜାଲିରେ ଆକ୍ରମଣ। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ଧୂଷୁରୀ ଥାନା ଅଧିନସ୍ଥ କୁରୁଆ ଗ୍ରାମରେ। ଏହି ଗ୍ରାମର ଶାନ୍ତି ଲତା ନାଥଙ୍କ ବାଡ଼ିରେ ଗୋଟିଏ ନଡ଼ିଆ ପଡିଥିଲା। ତେଣୁ ସେ ସେହି ନଡ଼ିଆକୁ ଆଣି ଥିଲେ । ତେଣୁ ତାଙ୍କ ସମ୍ପର୍କୀୟ ତାଙ୍କ ସହଯୋଗୀମାନେ ଉତକ୍ଷିପ୍ତ ହୋଇ ହଠାତ ଶାନ୍ତିଲତାଙ୍କ ଘରେ ପଶି ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଏଥିରେ ତାଙ୍କ ଝିଅ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ସେମାନେ ଭୁଜାଲି ରେ ଆକ୍ରମଣ କରିଛନ୍ତି। ଫଳରେ ମା ଝିଅ ଗୁରୁତର ଥିବାରୁ ତାଙ୍କୁ ଚିକିତ୍ସା ପାଇଁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ଧୂଷୁରୀ ପୋଲିସ ଏହି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!