Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ପିଇବା ପାଇଁ ଟଙ୍କା ନଦେବାରୁ ବାପାକୁ ଛୁରୀ ଭୁସି ହତ୍ୟା କଲା ପୁଅ

by ସଞ୍ଜୟ ସ୍ୱାଇଁ
August 9, 2021
in Crime, State
ମଦ ପିଇବା ପାଇଁ ଟଙ୍କା ନଦେବାରୁ ବାପାକୁ ଛୁରୀ ଭୁସି ହତ୍ୟା କଲା ପୁଅ
50
VIEWS
Share on FacebookShare on Twitter

ଆସିକା, (ବାଘୁଆବାର୍ତ୍ତା): ମଦ ପିଇବା ଲାଗି ବାପା ଟଙ୍କା ନ ଦେବାରୁ ଛୁରୀ ଭୁସି ହତ୍ୟା କଲା ପୁଅ। ଏପରି ଅଭାବନୀୟ ହତ୍ୟାକାଣ୍ଡ ଗଞ୍ଜାମ ଜିଲ୍ଲା କବିସୂର୍ୟ୍ୟନଗର ଥାନା ମହାଛାଇ ଗାଁରେ ଗତ ରାତିରେ ଘଟିଛି। ମୃତକ ହେଲେ କରୁଣାକର ସାହୁ। ହତ୍ୟାକାରୀ ପୁଅ ଫେରାର ହୋଇ ଯାଇଥିବା ଜଣାଯାଇଛି। ଗତ ରାତିରେ କରୁଣାକରଙ୍କ ସାନପୁଅ ମଦ ପିଇବା ଲାଗି ତାଙ୍କୁ ଟଙ୍କା ମାଗିଥିଲେ କ୍ଷ ମାତ୍ର କରୁଣାକର ଟଙ୍କା ନ ଦେବାରୁ ସାନପୁଅ ବାପାଙ୍କୁ ଠେଙ୍ଗାରେ ବାଡେଇବା ସହିତ ଓ ଛୁରୀ ଭୁସି ଫେରାର ହୋଇ ଯାଇଥିଲା। ପରିବାର ଲୋକ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା କରୁଣାକରଙ୍କୁ ଚିକିତ୍ସା ନିମନ୍ତେ ହିଞ୍ଜିଳିକାଟୁ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ କ୍ଷ ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ କ୍ଷ ଖବର ପାଇ କବିସୂର୍ୟ୍ୟନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ଅଭିଯୁକ୍ତକୁ ଧରି ପାରିନି। ଏହି ଘଟଣାକୁ ନେଇ ପରିବାରରେ ଶୋକର ଛାୟା ଖେଳି ଯାଇଛି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!