Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ହେବା ସହିତ ୬ ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
August 9, 2021
in Crime, State
କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ହେବା ସହିତ ୬ ଜଣ ଗିରଫ
77
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକରୁ ଜବତ ହେଲା ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର। ସ୍ପେଶାଲ ସ୍କ୍ବାଡ୍ ଓ ଲାଲବାଗ ଥାନା ପୋଲିସ ମିଳିତ ଅପରେସନରେ ଜବତ କରିଛି। ବ୍ରାଉନସୁଗାର କାରବାର ଅଭିଯୋଗରେ ୬ ଜଣଙ୍କୁ ଗିରଫ କରାଯାଇଛି। ଜଳେଶ୍ବରରୁ ବ୍ରାଉନସୁଗାର ଆଣି ଏମାନେ ବିଭିନ୍ନ ଅଞ୍ଚଳକୁ ବ୍ରାଉନସୁଗାର ଯୋଗାଉଥିଲେ। ବ୍ରାଉନସୁଗାର ଜଗତସିଂହପୁର, ପୁରୀ, କେନ୍ଦ୍ରାପଡାରେ ବିକ୍ରି ହୋଇଥାନ୍ତା। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି। କୋଲକାତା ପଟୁ ଜଳେଶ୍ବର, ବାଲେଶ୍ବର ଦେଇ ବିଭିନ୍ନ ଅଞ୍ଚଳକୁ ବ୍ରାଉନସୁଗାର ଯାଉଛି। ୫ମାସରେ କଟକ ସହରରୁ ୪ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ ହୋଇସାରିଲାଣି ଏ ନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!