Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ଉ, ୭ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ଜବତ ସହିତ ୨୦ ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
August 9, 2021
in Crime, State
ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ଉ, ୭ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ଜବତ ସହିତ ୨୦ ଜଣ ଗିରଫ
155
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଜୟପୁର ବୋରିଗୁମ୍ମା ନୀଳଗିରି ଜଙ୍ଗଲ ଜୁଆ ଆଡ୍ଡା ଉପରେ ଚଢାଉ। ଚଢଉ କରି ୭ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ କରିଛି ପୋଲିସ। ୨୦ ଜଣ ଯୁଆଡ଼ି ଗିରଫ ହୋଇଥିବା ବେଳେ ଆଉ କିଛି ଖସିଯାଇଛନ୍ତି। ସେମାନଙ୍କ ଠାରୁ ୭,୮୩,୪୪୦ ଟଙ୍କା ଏବଂ କିଛି ତାଶ ପକେଟ ଜବତ କରାଯାଇଛି। ସେମାନେ ନବରଙ୍ଗପୁର, ଜୟପୁର, ଛତିଶଗଡ଼, କଳାହାଣ୍ଡି ଏବଂ ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତି। ବୋରିଗୁମ୍ମା ଥାନା କେଶ ନଂ ୧୧୫ରେ ମାମଲା ରୁଜ୍ଜୁ କରିଛନ୍ତି। ବୋରିଗୁମ୍ମା ଏସଡ଼ିପିଓ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!