Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରିତ୍ୟକ୍ତ ଘରୁ ବିପୁଳ ପରିମାଣର କାଠ ଜବତ

by ସଞ୍ଜୟ ସ୍ୱାଇଁ
August 9, 2021
in Crime, State
ପରିତ୍ୟକ୍ତ ଘରୁ ବିପୁଳ ପରିମାଣର କାଠ ଜବତ
69
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍ ଭାବନ୍ଧ ପଞ୍ଚାୟତ ସୂର୍ୟ୍ୟନାରାୟଣପୁର ଗ୍ରାମର ଏକ ପରିତ୍ୟକ୍ତ ଘରୁ ବିପୁଳ ପରିମାଣର କାଠ ଜବତ। ରେଗିଡି ଛକ ନିକଟ ଏହି ଘରୁ ଜବତ ହୋଇଛି ୮୦ ଘନଫୁଟ ଶାଳ ସାଇଜ କାଠ ଓ ୨୦ ଘନଫୁଟ ଅନ୍ୟ ସାଇଜ କାଠ ପଟା । ଉକ୍ତ ଘରେ ବେଆଇନ ଭାବେ କାଠ ମହଜୁଦ ଥିବା ଖବର ପାଇ ବ୍ରହ୍ମପୁର ଡିଏଫଓ ଅମ୍ଲାନ ନାୟକଙ୍କ ନିର୍ଦ୍ଦେଶରେ ସୋମବାର ପୂର୍ବାହ୍ନରେ ଚଢ଼ଉ କରାଯାଇଥିଲା। ଏସିଏଫଙ୍କ ନେତୃତ୍ବରେ ଚଢ଼ଉ ଜାରି ରହିଛି । ଉକ୍ତ ଘର କାହାର, କାଠ ପଟା କିଏ ମହଜୁଦ କରି ରଖିଥିଲା ସେ ନେଇ ବନବିଭାଗ ତନାଘନା ଚଳାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!