Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ ଧରଣର ଡକାୟତି ଉଦ୍ୟମ ପଣ୍ଡ, ୯ ଜଣଙ୍କୁ ଗିରଫ କରିବା ସହିତ ଗୋଟିଏ ପିସ୍ତଲ, ଅଫୁଟା ଗୁଳି ଓ ୫ଟି ଖଣ୍ଡା ଜବତ

by ସଞ୍ଜୟ ସ୍ୱାଇଁ
August 9, 2021
in Crime, State
ବଡ ଧରଣର ଡକାୟତି ଉଦ୍ୟମ ପଣ୍ଡ, ୯ ଜଣଙ୍କୁ ଗିରଫ କରିବା ସହିତ ଗୋଟିଏ ପିସ୍ତଲ, ଅଫୁଟା ଗୁଳି ଓ  ୫ଟି ଖଣ୍ଡା ଜବତ
142
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ବଡ ଧରଣର ଡକାୟତି ଉଦ୍ୟମ ପଣ୍ଡ । ମୟୁରଭଞ୍ଜ ଜିଲ୍ଲାର ଘାଘରବେଡା ଥାନା ଅନ୍ତର୍ଗତ ଗାଣ୍ଡୁ ସାହିରେ ଡ଼କାୟତି କରିବା ପାଇଁ ଯୋଜନା କରୁଥିବା ବେଳେ ଘାଘରବେଡା ପୋଲିସ ୯ ଜଣଙ୍କୁ ଗିରଫ କରିଛି । ତାଙ୍କଠାରୁ ଟାଟା ସଫାରୀ ଗାଡି ସହ ଗୋଟିଏ ପିସ୍ତଲ, ଅଫୁଟା ଗୁଳି ଓ ୫ଟି ଖଣ୍ଡା ଜବତ କରିବା ସହିତ ଘାଘରବେଡା ପୋଲିସ ଏକ ମାମଲା ରୁଜୁ କରିଛି । ଏଥିରେ ଝାରଖଣ୍ଡ ରାଜ୍ୟର ୫ ଜଣ ଥିବା ବେଳେ ୪ ଜଣ ଘାଘରବେଡ଼ା ଅଞ୍ଚଳ ବୋଲି ଜଣାପଡ଼ିଛି । ଏମାନଙ୍କ ନାଁରେ ଝାରଖଣ୍ଡ ଏବଂ ଓଡ଼ିଶାର ପୋଲିସ ପକ୍ଷରୁ ବିଭିନ୍ନ ଥାନାରେ ମାମଲା ରହିଥିବା ନେଇ ପୋଲିସ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!