Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦ କେଜିରୁ ଅଧିକ ଚନ୍ଦନ କାଠ ଜବତ

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
୫୦ କେଜିରୁ ଅଧିକ ଚନ୍ଦନ କାଠ ଜବତ
111
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ସାହାରପଡା ସେକ୍ସନର ମାଛଗଡ଼ ସାହାରପଡା ରାସ୍ତାର ଭାଲିଆଡିହା ନିକଟରୁ ବନ ବିଭାଗ ଏକ ଅଟୋରୁ ୫୦ କେଜି ଚନ୍ଦନ କାଠ ଜବତ କରିବା ସହ ଅଟୋକୁ ଜବତ କରି ଅଟୋ ଡ୍ରାଇଭରକୁ ଅଟକ ରଖିଛି । ଅଟକ ଅଟୋ ଡ୍ରାଇଭର ହେଲେ ମୟୁରଭଞ୍ଜ ଜିଲ୍ଲା ବଡଦେଉଳି ଗ୍ରାମର ଟିକେଶ୍ବର ମହାକୁଡ଼ । ତାଙ୍କ ବୟସ ୨୮ ବର୍ଷ । ଅନ୍ୟ ଜଣେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଏକ ଅଟୋ ଚନ୍ଦନ କାଠ ନେଇ ସାହାରପଡା ଆଡ଼କୁ ଆସୁଥିବା ସମୟରେ କୌଣସି ସୂତ୍ରରୁ ବନ ବିଭାଗ ଖବର ପାଇ ଚଢ଼ାଉ କରି ଜବତ କରିଛି। ଏହି ଚଢ଼ାଉରେ ପାଟଣା ରେଞ୍ଜର ଟିକେଶ୍ବର ମହାନ୍ତ, ସାହାରପଡା ବନପାଳ ମୋହିନୀ ମହାନ୍ତ ସମେତ ଅନ୍ୟ କର୍ମଚାରୀ ସାମିଲ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!