Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦଭାଟି ଉପରେ ଅବକାରୀ ବିଭାଗ ରେଡ

by ସଞ୍ଜୟ ସ୍ୱାଇଁ
August 13, 2021
in Crime, State
ଦେଶୀ ମଦଭାଟି ଉପରେ ଅବକାରୀ ବିଭାଗ ରେଡ
72
VIEWS
Share on FacebookShare on Twitter

ଆଠଗଡ, (ବାଘୁଆବାର୍ତ୍ତା): ଅବକାରୀ ବିଭାଗ ପକ୍ଷରୁ ଚୋରା ଦେଶୀ ମଦଭାଟି ଉପରେ ଚଢାଉ କରାଯାଇ ପୋଚ ନଷ୍ଟ କରାଯିବା ସହ ମଦ ଭାଟିରେ ନିଆଁ ଲଗାଇଦିଆଯାଇଛି । କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ କରଡାପଲ୍ଲୀ ଅଞ୍ଚଳରେ ଦୀର୍ଘଦିନ ହେବ ଚୋରା ଦେଶୀମଦ ଭାଟି ଚାଲୁଛି । ଗତ କିଛି ଦିନ ତଳେ ଏହି କରଡାପଲ୍ଲି ଅଞ୍ଚଳରେ ଅବକାରୀ ବିଭାଗ ଚଢାଉ ସମୟରେ ବୋତଲ ବୋମା ମାଡକରିଥିଲେ ଅଭିଯୁକ୍ତ । କିଛି ଦିନ ନ ଯାଉଣୁ ପୁଣି ସେଠାରେ ଚାଲିଥିଲା ବିସ୍ତିର୍ଣ୍ଣ ଅଞ୍ଚଳରେ ମଦ ରନ୍ଧା । କଟକ ଫ୍ଲାଇଂ ସ୍ବାର୍ଡ , ଆଠଗଡ ଅବକାରୀ ବିଭାଗ ସହ ପୋଲିସ ଓ ମାଜିଷ୍ଟେଟଙ୍କ ଉପସ୍ଥିତରେ ରେଡ କରାଯାଇ ହଜାର ହଜାର ଲିଟର ମଦପୋଚ ନଷ୍ଟ କରିବା ସହ ବିପୁଳ ପରିମାଣର ଦେଶୀ ରନ୍ଧା ମଦ ଜବତ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!