Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ବିବାଦକୁ କେନ୍ଦ୍ର କରି ଲୁହାରଡ୍‌ରେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
August 13, 2021
in Crime, State
ପୂର୍ବ ବିବାଦକୁ କେନ୍ଦ୍ର କରି ଲୁହାରଡ୍‌ରେ ଆକ୍ରମଣ
71
VIEWS
Share on FacebookShare on Twitter

ନିମାପଡା (ବାଘୁଆବାର୍ତ୍ତା): ନିମାପଡା ବ୍ଲକ ବଳଙ୍ଗା ଥାନା ଅଞ୍ଚଳରେ ପୂର୍ବ ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଲୁହାରଡରେ ଆକ୍ରମଣ ହୋଇଛି । ଆହତ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ହେଉଥିବା ବେଳେ ଅଭିଯୋଗ ଆଧାରରେ ପୋଲିସ ଆଇପିସି ଧାରା ୩୪୧/ ୩୨୩/୩୨୫/୩୦୭/୫୦୬/୩୪୧/୩୪ରେ ମାମଲା ରୁଜୁ କରି ଦୁଇଜଣ ଆକ୍ରମଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ନାମଂଜୁର ହେବାରୁ ଦୁଇ ଅଭିଯୁକ୍ତ ବିଚାର ବିଭାଗୀୟ ହାଜତକୁ ଯାଇଥିବା ଜଣାପଡିଛି । ପୁରୀ ଜିଲ୍ଲା ନିମାପଡା ବ୍ଲକ ମହୁରା ଗ୍ରାମର ଅଶୋକ ରଥଙ୍କୁ ସହିତ ସେହି ଗ୍ରାମର କେତେକ ବ୍ୟକ୍ତିଙ୍କ ସହିତ ପୂର୍ବ ବିବାଦ ରହିଥିଲା । ଗତ ବୁଧବାର ଦିବା ୧୨ଘଟିକା ସମୟରେ ଅଶୋକଙ୍କ ସାନଭାଇ ସୁରେଶ ରଥ ଗହୀରରୁ କାମସାରି ଆସୁଥିବା ବେଳେ ଅଜୟ ରଥ ରାଜକିଶୋର ରଥ, ଲୁହା ରଡ ଧରି ପୂର୍ବ ଯୋଜନା ଅନୁଯାୟୀ ଆକ୍ରମଣ କରିଥିଲେ । ଆକ୍ରମଣରେ ସୁରେଶ ତଳେପଡି ସଜ୍ଞା ହରାଇଥିବା ବେଳେ ପରିବାର ଲୋକେ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ । ଅବସ୍ଥା ଗୁରୁତର ହେବାରୁ କ୍ୟାପିଟାଲ ହସପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!